ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ୍‌ ବିଶ୍ୱନାଥ ଦେଲେ ଏହି ବଡ଼ ସୂଚନା, କହିଲେ ପ୍ରଥମେ…

ପୁରୀ,୨୯ା୭: ସୋମବାର ବସିଥିବା ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ବୈଠକ ପରେ ଜଷ୍ଟିସ୍‌ ବିଶ୍ବନାଥ ରଥ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ। ଏହା ପରେ ମନ୍ଦିର ପ୍ରଶାସନ ପକ୍ଷରୁ ଯେଉଁ ରୁମ୍‌ ନିର୍ଦ୍ଧାରଣ କରାଯାଇଛି ସେଠାକୁ ସ୍ଥାନାନ୍ତର କରାଯିବ। ଏହା ଏସ୍‌ଓପିରେ ନ ଥିଲା ବୋଲି ସରକାରଙ୍କୁ ଜଣାଇଛୁ। ଦରକାର ପଡ଼ିବ ଖାଲି ଆଲମିରାଗୁଡ଼ିକର ମରାମତି ହେବ। ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ରତ୍ନଭଣ୍ଡାରର ମରାମତି ହେବା ନେଇ ପୁଙ୍ଖାନୁପୁଙ୍ଖ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri