ବାଚସ୍ପତିଙ୍କ ବିବୃତି ପରେ ହଟ୍ଟଗୋଳ: ୪ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର,୨୯।୭: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ୪ଟା ଯାଏ ଗୃହ ମୁଲତବି ରହିଛି। ସବୁ ନୋଟିସ ଉପରେ ଆଲୋଚନା କରି କହିବି ବୋଲି ବାଚସ୍ପତି ସୁରମା ପାଢ଼ୀ କହିଥିଲେ। ପରେ ବାଚସ୍ପତିଙ୍କ ଏହି ବିବୃତି ପରେ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଥିଲେ।

ସୂଚନାଯେୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍‌କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ ଗୃହରେ ହଟ୍ଟଗୋଳ ହୋଇଥିଲା। ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା କୋହଳ ଘୋଷଣାରେ ଉଭୟ ବିରୋଧୀ ଏବଂ କଂଗ୍ରେସ ହୋ-ହଲ୍ଲା କରିଥିଲେ। ଗୃହ ଚାଲିଥିବା ବେଳେ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରି ଉଭୟ ବିରୋଧୀ ଏବଂ କଂଗ୍ରେସ ହୋ-ହଲ୍ଲା କରିଥିଲେ। ଏବେ ଆଲୋଚନା ଜାରି ରହିଛି।

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଂଗ୍ରେସ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିବ ବୋଲି ପୂର୍ବରୁ ବିଧାୟକ ତାରା ପ୍ରସାଦ ବାହିନୀପତି କହିଥିଲେ। ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ପାହ୍ୟା କି ସ୍ବତନ୍ତ୍ର ପ୍ୟାକେଜ କଥା ଉଠାଇଲେ ନାହିଁ । ଆଦିବାସୀ ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପ୍ରସଙ୍ଗ ଉଠାଇ ନାହାନ୍ତି। ତେବେ ରତ୍ନ ରତ୍ନଭଣ୍ଡାରକୁ ନେଇ ରାଜନୀତି ନ ହେଉ। ଜଷ୍ଟିସ ରଥଙ୍କ ବାପା ଓ ସେ ନିଜେ ଜଗନ୍ନାଥ ତାଙ୍କ ନିଷ୍ପତ୍ତିକୁ ରାଜ୍ୟ ସରକାର ମାନନ୍ତୁ ବୋଲି ତାରା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri