ଶିକ୍ଷାମନ୍ତ୍ରୀଙ୍କ ବଡ଼ ସୂଚନା: ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଏଣିକି ପିଲାଙ୍କୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୩୦।୭: ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି। ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଏହି ଯୋଜନାରେ ଜନଜାତି ଛାତ୍ରୀଛାତ୍ର ଉପକୃତ ହେବେ ଏବଂ ଆଗ୍ରହରେ ସ୍କୁଲ ପିଲା ଯିବେ। ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ।

ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri