Posted inଫୁରସତ

ଆଇଫୋନ୍‌ ନୁହେଁ, ବିବାହ ନିମନ୍ତ୍ରଣ କାର୍ଡ

ବିଶାଖାପାଟଣା: ସମ୍ପ୍ରତି ବିବାହ ପାଇଁ ଫ୍ୟାନ୍ସି ଏବଂ କଷ୍ଟୋମାଇଜ୍‌ଡ୍‌ ନିମନ୍ତ୍ରଣ କାର୍ଡର ବେଶ୍‌ ଚାହିଦା ରହିଛି। ଏହି ଧାରାକୁ ଅନୁସରଣ କରି ବିଶାଖାପାଟଣାର ଏକ ପ୍ରେମୀ ଯୁଗଳ ନିଜ ବିବାହ କାର୍ଡକୁ ଏକ ସ୍ବତନ୍ତ୍ର ଉପାୟରେ ପ୍ରସ୍ତୁତ କରିଛନ୍ତି। ଏକ ନିଆରା ଆଇଫୋନ୍‌ ଥିମ୍‌ ସହ ଏହି ଯୋଡ଼ି ସେମାନଙ୍କ ବିବାହ ନିମନ୍ତ୍ରଣ କାର୍ଡ ତିଆରି କରିଛନ୍ତି, ଯାହା ଏବେ ସୋସିଆଲ ମିଡିଆରେ ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଲକ୍ଷ୍ମଣ ୱେଡିଂ କାର୍ଡ୍‌ସ ପକ୍ଷରୁ ଏହାର ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇଛି।
୩ଟି ପୃଷ୍ଠାକୁ ନେଇ ଏକ ବୁକ୍‌ଲେଟ୍‌ ଷ୍ଟାଇଲ୍‌ ଲେ-ଆଉଟ୍‌ ସହ ଉକ୍ତ କାର୍ଡର ଡିଜାଇନ୍‌ କରାଯାଇଛି। ବିବାହ ହେବାକୁ ଥିବା ଯୋଡ଼ିଙ୍କ ଫଟୋ କଭର ପୃଷ୍ଠାର ବ୍ୟାକ୍‌ଗ୍ରାଉଣ୍ଡ ଭାବରେ ଦେଖିବାକୁ ମିଳିଛି। ଏହାକୁ ଏପରି ଭାବେ ଡିଜାଇନ୍‌ କରାଯାଇଛି, ଯେପରି ଏକ ଆଇଫୋନ୍‌ର ୱାଲ୍‌ପେପର୍‌ରେ କନ୍ୟା ଓ ବରଙ୍କ ଫଟୋ ରହିଛି। ଉକ୍ତ ନିମନ୍ତ୍ରଣ କାର୍ଡର ଭିତର ପୃଷ୍ଠାରେ ହ୍ବାଟ୍ସଆପ୍‌ ଚାଟ୍‌ ବ୍ୟାକ୍‌ଗ୍ରାଉଣ୍ଡ ସହ ଭେନ୍ୟୁ ବିବରଣୀକୁ ଅତି ସୁନ୍ଦର ଓ କୌତୂହଳପୂର୍ଣ୍ଣ ଭାବରେ ସ୍ଥାନିତ କରାଯାଇଛି। ସେହିପରି ଏହି ନିମନ୍ତ୍ରଣ କାର୍ଡର ‘ବ୍ୟାକ୍‌ କଭର୍‌’ରେ ଏକ ଚମତ୍କାର କ୍ୟାମେରା ଡିଜାଇନ ସହ ୩-ଡି ଇଫେକ୍ଟ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri