ଘର ଆଗରେ ହୁତ୍‌ହୁତ୍‌ ହୋଇ ଜଳିଗଲା କାର୍‌

ବାଲିଗୁଡ଼ା,୩୧ା୭(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପିପଳ ସାହିରେ ଘର ଆଗରେ ଥିବା ଏକ କାର୍‌ ନିଆଁ ଲାଗି ଜଳିଯାଇଛି। ତେବେ କାର୍‌ଟି କେଉଁ କାରଣରୁ ଜଳିଗଲା ତାହା ଏଯାଏ ସ୍ପଷ୍ଟ ଜଣାପଡ଼ିନାହିଁ।
ସୂଚନାନୁଯାୟୀ, ସବୁଦିନ ଭଳି ସମୀର ବଳିଆରସିଂ ନିଜ ଘର ଆଗରେ ଓ୍ବାଗନର କାର୍‌ (ଓଡି-୦୨-ସିକ୍ୟୁ-୨୩୫୩) ରଖି ଘରେ ଶୋଇଥିଲେ। ତେବ ବିଳମ୍ବିତ ରାତିରେ ପରିବାର ଲୋକେ ବାହାରକୁ ବାହାରିଥିବା ବେଳେ ତାଙ୍କ କାର୍‌ ହୁତୁହୁତୁ ହୋଇ ଜଳୁଥିବା ଦେଖିବାକୁ ପାଇଥିଲେ। ଏହାପରେ ଅଗ୍ନିଶମ ବାହିନୀକୁ ଜଣାଇଥିଲେ ସମୀର। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଧାସରେ ପଡ଼ୋଶୀ ଘରର ଇଲେକ୍ଟ୍ରି ତାର ଜଳିଯାଇ ବିଦ୍ୟୁତ୍‌ ସଂଯୋଗ ଘଟିଯାଇଥିବା ବେଳେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ସେପଟେ ଛ’ ମାସ ହେବ ଏହି କାର୍‌ଟି କିଣିଥିବା କହିଛନ୍ତି ସମୀର। ପାଖ ପଡ଼ୋଶୀଙ୍କ ସମେତ ଅଞ୍ଚଳର ସମସ୍ତଙ୍କ ସହ ମୋର ଭଲ ସମ୍ପର୍କ ଅଛି ଏବଂ ମୋର କାହା ସହ ଶତ୍ରୁତା ନାହଁ । ହେଲେ ମୋ’ ଗାଡ଼ିରେ କେମିତି ନିଆଁ ଲାଗିଲା ମୁଁ ସେକଥା ଜାଣିନାହିଁ ବୋଲି କହିଛନ୍ତି କାର୍‌ ମାଲିକ ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri