Posted inଖେଳ

ରୋହିତ ଶର୍ମାଙ୍କଠାରେ ଅଜବ ଡିମାଣ୍ଡ କଲେ ସୂର୍ଯ୍ୟକୁମାର: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨।୮: ଭାରତୀୟ କ୍ରିକେଟ ଦଳର ନୂତନ ମୁଖ୍ୟ କୋଚ ଗୌତମ ଗମ୍ଭୀର ଏବଂ ନୂତନ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କର ବହୁତ ଭଲ ଆରମ୍ଭ ହୋଇଛି। ସେମାନଙ୍କର ନୂତନ ଦାୟତ୍ୱେ ସହିତ ଉଭୟ ପ୍ରଥମ ଟ -୨୦ ଦ୍ୱିପାକ୍ଷିକ ସିରିଜ ଖେଳିବା ପାଇଁ ଶ୍ରୀଲଙ୍କା ଗସ୍ତରେ ଯାଇଥିଲେ। ଏହି ସିରିଜ୍‌କୁ ଭାରତ କ୍ଲିନ୍‌ସୁଇପ୍‌ କରିବାରେ ସଫଳ ହୋଇଛି। ଆଜିଠାରୁ ଭାରତ ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଦ୍ୱିପାକ୍ଷିକ ଦିନିକିଆ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜରେ ସୂର୍ଯ୍ୟକୁମାର ଯାଦବଙ୍କୁ ବିଶ୍ରାମ ଦିଆଯାଇଛି ଏବଂ ସେ ଘରକୁ ଫେରିଛନ୍ତି। ରୋହିତ ଶର୍ମା ଏକଦିବସୀୟ ମ୍ୟାଚ ଅଧିନାୟକ ହେବେ।

ଭାରତର ଟି-୨୦ ସିରିଜ ଜିତିବା ପରେ ବିସିସିଆଇ ଦ୍ୱାରା ଶେୟାର କରାଯାଇଥିବା ଏକ ଭିଡିଓରେ ସୁର୍ଯ୍ୟକୁମାର ଯାଦବ କହିଛନ୍ତି – ଦିନିକିଆ ପାଇଁ ଶୁଭେଚ୍ଛା, ମୁଁ ପୁରା ସିରିଜ ଦେଖିବି ଏବଂ ଆପଣଙ୍କ ୱାନ ଲାଇନର୍ସ ପାଇଁ ଅପେକ୍ଷା କରିବି। ମୁଁ ଜାଣେ ଆପଣ ଷ୍ଟମ୍ପ ମାଇକ ପାଖରେ ଠିଆ ହେବେ। ଦଳରେ ଅନେକ ନୂତନ ଖେଳାଳି ଅଛନ୍ତି। ଆଶା କରୁଛି ଆମେ ଆହୁରି ଅନେକ ୱାନ ଲାଇନର୍ସ ଶୁଣିବାକୁ ପାଇବୁ।


Enter your email to get our daily news in your inbox.

All Right Reserved By Dharitri.Com

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri