ସାମ୍ନାକୁ ଆସିଲା ସତ, କିଏ ହେବେ ନୀତୀଶଙ୍କ ଉତ୍ତରାଧିକାରୀ କହୁକହୁ କହିଦେଲେ ଏହି ନେତା

ପାଟ୍‌ନା,୨ା୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଉତ୍ତରାଧିକାରୀ ଚୟନ କରିଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ବେଶ୍‌ ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଜଣେ ଆଇଏଏସ୍‌ ଅଧିକାରୀଙ୍କ ନାମ ମଧ୍ୟ ଚର୍ଚ୍ଚାକୁ ଆସିଛି। ସେ ଚାକିରି ଛାଡ଼ି ଜୁଲାଇରେ ନୀତୀଶ କୁମାରଙ୍କ ପାର୍ଟି ଜନତା ଦଳ ୟୁନାଇଟେଡ୍‌(JDU)ରେ ଯୋଗ ଦେଇଥିଲେ। ତେଣୁ ସେ ତାଙ୍କ ଉତ୍ତରାଧିକାରୀ ହେବେ ବୋଲି ଆଲୋଚନା ହେଉଛି। ମାତ୍ର ଏହାକୁ ନେଇ ମୁହଁ ଖୋଲିଛନ୍ତି ଆଇଏଏସ୍‌ ମନୀଷ କୁମାର ବର୍ମା।

ଏକ ସାକ୍ଷାତକାରରେ ସେ କହିଛନ୍ତି, ଦଳରେ ଆସି ମିଶିବା ଅର୍ଥ ମୁଁ ଯେ ସବୁ ପାଇଯିବି ତାହା ଭାବିବା ଭୁଲ୍‌। ଯାହା ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ମିଛ କଥା।

ତାଙ୍କୁ ଯେତେବେଳେ ପଚରା ଯାଇଥିଲା ପ୍ରଶାନ୍ତ କିଶୋର ଏନେଇ ଭବିଷ୍ୟବାଣୀ କରିଛନ୍ତି। ସେ ଏହାର ଉତ୍ତରରେ କହିଥିଲେ, ଆଜିକାଲି ସେ ନିଜ ଦଳ ଗଠନ କରୁଛନ୍ତି ଏବଂ ଜେଡିୟୁକୁ କଡ଼ା ଟାର୍ଗେଟ କରୁଛନ୍ତି। ପ୍ରଶାନ୍ତ କିଶୋର ଯାହା ପାରୁଛନ୍ତି, ତାହା କହୁଛନ୍ତି। ବର୍ତ୍ତମାନ ତାଙ୍କର ଲକ୍ଷ୍ୟ ଯେଉଁଠାରେ ସେ ଲାଭ ପାଇବେ ସେଠାରେ ସେ କଥା କହିବେ। ଆହୁରି ମଧ୍ୟ ସେ କହିଛନ୍ତି, ନୀତୀଶଙ୍କ ପୁଅ ତେଜସ୍ବୀ। ତେଣୁ ତାଙ୍କୁ ସବୁ ମିଳିଛି।

ଯେତେବେଳେ ତାଙ୍କୁ ଆଉ ଥରେ ପଚରାଯାଇଥିଲା ମନୀଷ ବର୍ତ୍ତମାନ ନୀତୀଶ କୁମାରଙ୍କ ଉତ୍ତରାଧିକାରୀ କି ନାହିଁ, ସେ କହିଥିଲେ ଯେ, ଅନେକ ଉତ୍ତରାଧିକାରୀ ସୃଷ୍ଟି ହୋଇଛନ୍ତି ଏବଂ ଅନେକ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri