କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା ପ୍ରଶାସନ ଶୁକ୍ରବାର ଦେଶାନ୍ତର କରିଥିବା ସୂଚନା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ ଅର୍ଥନୈତିକ ସ୍ଥିରତାକୁ ପ୍ରଦର୍ଶିତ କରୁଛି। କିନ୍ତୁ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ ଗ୍ରାମ ଆଜି ଏକ ସଫଳ ଓ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଭାଜପା ଜିଲାରେ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ (ବିଜ୍ଞାପନ), ବ୍ରାଣ୍ଡ୍ ଡିଲ୍ସ ଓ ଆଫିଲିଏଟ୍…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬। । ପ୍ରଥମ ଦିନ ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ। ୨୦୨୬-୨୭ ଆର୍ଥିକ ବର୍ଷ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିଲା। ଯାହା ଫଳରେ ଉକ୍ତ ଇଣ୍ଡିଗୋ ବିମାନକୁ ଅହମ୍ମଦାବାଦ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା ହୋଇଛି। ଦେଶର ସବୁଠାରୁ ନିମ୍ନ ସ୍ତରରେ ଥିବା ୫ ରୁ ୧୦ ପ୍ରତିଶତ…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର ବଜାର ପୁଞ୍ଜିକରଣରେ ଗୋଟିଏ ଦିନରେ ୫.୫ ଟ୍ରିଲିୟନ ଡଲାରର ଐତିହାସିକ ହ୍ରାସ-ବୃଦ୍ଧି ପରିଲକ୍ଷିତ…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେବେ। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ନୂତନ ଅଧ୍ୟୟନ ଅନୁଯାୟୀରୁ ଏହି ଖୁଲାସା…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ସାମାଜିକ ସଂଗଠନ, ସାଧାରଣ…

ହଠାତ୍‌ ହଜାର ହଜାର ଟଙ୍କା କମିଗଲା ସୁନା ଦର: ରୁପା ଦର୍‌ରେ ବି ଲାଗିଲା ବ୍ରେକ୍‌

ନୂଆଦିଲ୍ଲୀ,୩୦।୧: କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍‌ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ ପାଇଛି। ଗତକାଲି ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୭୮,୮୫୦ ଥିଲା,…

ମହାତ୍ମା ଗାନ୍ଧୀ: ସତ୍ୟର ସାହସ ଏବଂ ଅହିଂସାର ଅତୁଟ ଆସ୍ଥା

Featured Video Play Icon

ସତ୍ୟ ଓ ଅହିଂସାର ଶକ୍ତିରେ ସାରା ଦେଶକୁ ଏକତାର ସୂତ୍ରରେ ବାନ୍ଧିଥିବା ମହାତ୍ମା ଗାନ୍ଧୀଙ୍କ ଜୀବନ ଥିଲା ଅତି ସରଳ। ତାଙ୍କ ହାତରେ ନା ଥିଲା ଅସ୍ତ୍ର, ନା ଥିଲା ହିଂସାର ଭାଷା; ଥିଲା କେବଳ ସତ୍ୟର ସାହସ ଏବଂ ଅହିଂସାର…

ପାନ ମସଲା ପ୍ରତିବନ୍ଧକ ଉପରେ H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ଭୁବନେଶ୍ବର,୩୦।୧: ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ ଓ ପରିବାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri