ଆଇଫୋନ୍‌ ନେଲା ହମାସ ମୁଖ୍ୟଙ୍କ ଜୀବନ! ବଢୁଛି ସନ୍ଦେହ

ଓ୍ବାଶିଂଟନ୍‌,୫ା୮: ଇରାନର ରାଜଧାନୀ ତେହେରାନରେ ହମାସ ରାଜନୈତିକ ମୁଖ୍ୟ ଇସମାଇଲ ହାନିୟେଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟା ପାଇଁ ଇରାନ ଇସ୍ରାଏଲକୁ ଦାୟୀ କରିଛି ଏବଂ ପ୍ରତିଶୋଧ ନେବାକୁ ମଧ୍ୟ ଶପଥ ନେଇଛି। ଇରାନ କହିଛି ଯେ, ଶୋଇଥିବା ସମୟରେ ହାନିୟେଙ୍କ କୋଠରୀରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା। ଏହି କ୍ଷେପଣାସ୍ତ୍ର ଆକ୍ରମଣ ନିକଟରୁ କରାଯାଇଥିଲା।
ଇରାନର ନୂତନ ରାଷ୍ଟ୍ରପତି ମାସୁଦ ପେଜେଶକିଆନଙ୍କ ଶପଥ ଗ୍ରହଣ ସମାରୋହରେ ହମାସ ମୁଖ୍ୟ ହାନିୟେ ମଙ୍ଗଳବାର ତେହେରାନ ଯାଇଥିଲେ। ଏହି ସମୟ ମଧ୍ୟରେ ସେ ଇରାନ ସେନାର ଏକ ଅତ୍ୟନ୍ତ ସୁରକ୍ଷିତ ଗେଷ୍ଟ ହାଉସରେ ରହିଥିଲେ, ଯେଉଁଠାରେ ତାଙ୍କୁ ଟାର୍ଗେଟ କରାଯାଇଥିଲା। କୁହାଯାଏ ଯେ ହାନିୟେ କେଉଁଠାରେ ରହିବେ ସେ ବିଷୟରେ କାହାରି ପାଖରେ କୌଣସି ସୂଚନା ନ ଥିଲା। ଏହା ସତ୍ତ୍ୱେ ଆକ୍ରମଣକାରୀଙ୍କ ହାନିଆ ବିଷୟରେ ସମ୍ପୂର୍ଣ୍ଣ ସୂଚନା ଥିଲା।
ପ୍ରତିରକ୍ଷା ବିଶେଷଜ୍ଞ କାମାର ଆଗ କହିଛନ୍ତି ଯେ ଇସ୍ରାଏଲ ଇସମାଇଲ ହାନିୟେଙ୍କୁ ଦୀର୍ଘ ସମୟ ଧରି ଟ୍ରାକିଂ କରୁଥିଲା। ଆଗାଙ୍କ ଅନୁଯାୟୀ, ହାନିୟେଙ୍କର ଏକ ଆଇଫୋନ ଥିଲା ଯାହା ମାଧ୍ୟମରେ ଇସ୍ରାଏଲ ଟ୍ରାକିଂ କରୁଥିଲା। ଏହା ମାଧ୍ୟମରେ ଅଭିଯୁକ୍ତ ହାନିୟେଙ୍କୁ ଅତି ନିକଟରୁ ମାରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri