NEET ପେପର ଲିକ୍‌ ମାମଲାରେ ଭୁବନେଶ଼୍ବର ଲିଙ୍କ୍‌, ଜଣେ ଗିରଫ

ଭୁବନେଶ଼୍ବର, ୦୬।୦୮: ବହୁ ଚର୍ଚ୍ଚିତ ନିଟ୍‌ ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଭୁବନେଶ଼୍ବର ଲିଙ୍କ୍‌ ସାମ୍ନାକୁ ଆସିଛି । ଏହି ମାମଲାରେ ଭୁବନେଶ଼୍ବରରୁ ଜଣଙ୍କୁ ଗିରିଫ କରିଛି ସବିଆଇ । ସୁଶାନ୍ତ ସାମନ୍ତ ନାମକ ଜଣେ ଅଭିଯୁକ୍ତକୁ ଗିରଫ କରିଛି ସିବିଆଇ । ସୁଶାନ୍ତର ପ୍ରଶ୍ନପତ୍ର ବିତରଣରେ ସଂପୃକ୍ତି ଥିବା ଅଭିଯୋଗ ହୋଇଥିଲା । ସିବିଆଇ ତାଙ୍କୁ ଗିରଫ କରି କୋର୍ଟରେ ହାଜର କରିଥିଲା । ପରେ ତାଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ ।

ଭୁବନେଶ଼୍ବରରୁ ସୁଶାନ୍ତଙ୍କୁ ଗିରଫ କରାଯାଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ପୂର୍ବରୁ ନିଟ୍‌ ମାମଲାରେ ବିହାର, ମହାରାଷ୍ଟ୍ର ସମେତ ବିଭିନ୍ନ ରାଜ୍ୟରୁ ଅଭିଯୁକ୍ତମାନଙ୍କୁ ଗିରିଫ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri