Posted inଖେଳ

ସେମିଫାଇନାଲରେ ଭିନେଶ ଫୋଗଟ

ନୂଆଦିଲ୍ଲୀ, ୦୬।୦୮: ପ୍ରି-କ୍ୱାର୍ଟରରେ ବିଶ୍ୱ ଚାମ୍ପିୟନଙ୍କୁ ହରାଇବା ପରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ କରି ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଭିନେଶ ଫୋଗଟ। କ୍ଵାଟର ଫାଇନାଲରେ ସେ ୟୁକ୍ରେନର ଓକସାନା ଲିଭଚାଙ୍କୁ ୭-୫ରେ ହରାଇ ସେମିକୁ ଉନ୍ନୀତ ହୋଇଛନ୍ତି। ଏବେ ଭିନେଶ ୯ ଟା ୪୫ ମିନିଟ ସମୟରେ ସେମିଫାଇନାଲ ମ୍ୟାଚ୍ ଖେଳିବେ।

ଏହା ପୂର୍ବରୁ ପ୍ରି-କ୍ୱାର୍ଟର ଫାଇନାଲରେ ଷ୍ଟାର ଇଣ୍ଡିଆନ୍ ରେସଲର ଭିନେଶ ଫୋଗାଟଙ୍କ ଚମତ୍କାର ପ୍ରଦର୍ଶନ କରିଥିଲେ। ଅଲିମ୍ପିକ୍ ଚାମ୍ପିଅନ୍ ତଥା ଚାରିଥର ବିଶ୍ୱ ଚାମ୍ପିଅନ୍ ୟୁୟୁ ସୁସାକିଙ୍କୁ3-2 ରେ ପରାସ୍ତ କରି ବଡ ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ଏହି ପରାଜୟ ପୂର୍ବରୁ ସୁସାକି ତାଙ୍କର ଲମ୍ବା ଅନ୍ତର୍ଜାତୀୟ ଖେଳ ଜୀବନରେ ଗୋଟିଏ ହେଲେ ମ୍ୟାଚ୍ ହାରି ନ ଥିଲେ।

କୁହାଯାଉଥିଲା କି ପ୍ରଥମ ରାଉଣ୍ଡ ପାର କରିବା ଭିନେଶଙ୍କ ପାଇଁ କଷ୍ଟକର ହେବ, କାରଣ ତାଙ୍କର ଏହି ମୁକାବିଲା ଏପରି ଖେଳାଳିଙ୍କ ସହିତ ଥିଲା ଯିଏ ଟୋକିଓ ଅଲମ୍ପିକ୍ସରେ ବିନା କୌଣସି ପଏଣ୍ଟ ହରାଇ ସ୍ବର୍ଣ୍ଣ ପଦକ ଜିତିଥିଲେ। କିନ୍ତୁ ଭିନେଶ ଫୋଗଟ୍ ଦୃଢ ଆତ୍ମା ବିଶ୍ୱାସ ସହିତ ପ୍ରଦର୍ଶନ କରି ପୁରା ମ୍ୟାଚ୍ ମୋଡ ବଦଳାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri