ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଖୋଲାଖୋଲି ଭାବରେ କଥା ହୋଇଥିଲେ।…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd ମିଳିତ ପ୍ରବେଶିକା ପରୀକ୍ଷା ୨୦୨୬’ ପାଇଁ…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ୍‌ କରି ବ୍ୟବଚ୍ଛେଦ…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସର ହୁସେନ୍‌ଙ୍କ ଏକ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ ଯୋଗୁ ବ୍ଲକର ୩ ସରପଞ୍ଚ, ୩…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ ଦୃଶ୍ୟପଟ ଏବଂ ତାଙ୍କ ସମର୍ଥକମାନଙ୍କୁ ଭାବପ୍ରବଣ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ପ୍ରଥମେ ଏହା ଏକ ‘ହିଟ୍-ଏଣ୍ଡ-ରନ୍’ ମାମଲା ଭଳି ମନେ ହେଉଥିଲେ…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ)…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ କରାଯାଇଛି। ବରିଷ୍ଠ ଅଧିକାରୀ ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗକୁ ବଦଳି କରାଯାଇଛି। ଏଥିସହ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ ଆଣିଦେବ। ଏହି ସଫଳତା ପରେ ଭାରତ ଏବଂ ଗଲ୍ଫ କୋଅପରେସନ୍ କାଉନସିଲ୍ (GCC)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ ଦେଶର ଶକ୍ତିକୁ ଏହାର ଅର୍ଥନୀତି, ସାମରିକ କିମ୍ବା ରାଜନୈତିକ ପ୍ରଭାବ ଦ୍ୱାରା ନୁହେଁ,…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା। କେନ୍ଦ୍ର ସରକାର ରାଶନକୁ ନଗଦ ସହିତ ବଦଳାଇବାକୁ ଯୋଜନା କରୁଛନ୍ତି। କିଛି ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଏକ ନୂଆ ପରିଚୟ ଦେବ। ଟାରିଫ୍‌ ହ୍ରାସ ଯୋଗୁ ଆମେରିକା…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ ଏହାକୁ ତୁରନ୍ତ ମୁଲତବୀ କରାଯାଇଥିଲା। ରାଜ୍ୟ ସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ ସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଘର ଛତିଶଗଡ଼ ରାଜ୍ୟର ଲିଙ୍ଗପୁରମ ଗ୍ରାମର…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛି । ଯଦି କହିବା ଏକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri