Posted inଖେଳ

ପ୍ରମୋଦ ଭଗତ ସସ୍‌ପେଣ୍ଡ, ପ୍ୟାରିସ ପାରା ଅଲିମ୍ପିକ୍ସରେ ନେଇପାରିବେନି ଭାଗ

ନୂଆଦିଲ୍ଲୀ,୧୩।୮: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ସସ୍‌ପେଣ୍ଡ ହୋଇଛନ୍ତି। ବିଶ୍ବ ବ୍ୟାଡମିଣ୍ଟନ ଫେଡେରେଶନ ୧୮ ମାସ ପାଇଁ ତାଙ୍କୁ ସସ୍‌ପେଣ୍ଡ କରିଥିବା ଜଣାପଡିଛି। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ସେ ସସ୍‌ପେଣ୍ଡ ହୋଇଛନ୍ତି। ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି। ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦଙ୍କୁ ସ୍ବର୍ଣ୍ଣ ମିଳିଥିଲା।

ଓଡ଼ିଶାର ଗର୍ବ ତଥା ପ୍ରଥମ ଓ ଖେଳାଳି ଭାବରେ ଭାରତର ଶ୍ରେଷ୍ଠ କ୍ରୀଡା ସମ୍ମାନ ‘ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର’ ଲାଭ କରି ସାରିଛନ୍ତି ପାରାଲିମ୍ପିଆନ ପ୍ରମୋଦ ଭଗତ। ମାତ୍ର ବିଡବ୍ଲ୍ୟୁଏଫର ଏଭଳି ନିଷ୍ପତ୍ତି ଆସିବା ପରେ ଓଡ଼ିଶା ତଥା ପୁରା ଦେଶବାସୀଙ୍କ ମଧ୍ୟରେ ନିରାଶା ଭାବ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri