ମୋହନ ସରକାରଙ୍କ ବଡ଼ ଭେଟି: ଏହି ତାରିଖରେ ହିତାଧିକାରୀଙ୍କୁ ମିଳିବ ଭତ୍ତା ରାଶି!

ଭୁବନେଶ୍ୱର,୧୩।୮: ସ୍ବାଧୀନତା ଦିବସ ପୂର୍ବରୁ ରାଜ୍ୟବାସୀଙ୍କୁ ମୋହନ ସରକାର ବଡ଼ ଭେଟି ଦେବାକୁ ଯାଉଛନ୍ତି। ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ସରକାର ଟଙ୍କା ଦେବେ। ଅଗଷ୍ଟ ୧୫ ତାରିଖରେ ନୂଆ ହିତାଧିକାରୀଙ୍କୁ ଭତ୍ତା ରାଶି ମିଳିପାରେ ବୋଲି କୁହାଯାଉଛି। ହେଲେ ଏହାକୁ ନେଇ ଏଯାଏ କୌଣସି ସରକାରୀ ଘୋଷଣା ହୋଇନାହିଁ।

ଭାଜପା ନିର୍ବାଚନ ସମୟରେ ଭତ୍ତା ବଢିବା ନେଇ ପ୍ରତିଶ୍ରୁତି ଦେଇଥିଲା। ଆଉ ଚଳିତ ବର୍ଷ ବଜେଟରେ ଏଥିପାଇଁ ବ୍ୟୟବରାଦ ହୋଇଥିଲା। ମୁଖ୍ୟମନ୍ତ୍ରୀ ବଜେଟରେ ଘୋଷଣା କରିଥିଲେ ଯେ, ୬୦ ବର୍ଷରୁ ଅଧିକ ସମସ୍ତଙ୍କୁ ୩୦୦୦ ଟଙ୍କା ଏବଂ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ୩୫୦୦ ଭତ୍ତା ମିଳିବ।

ସରକାର ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବଢାଇଛନ୍ତି। ପୁର୍ବରୁ ୨୮ ଲକ୍ଷ ୬୧ ହଜାର ହିତାଧିକାରୀ ଥିବା ବେଳେ ୪ ଲକ୍ଷ ୧୩ ହଜାର ବୃଦ୍ଧି ହୋଇଛି। ତେବେ ଅଗଷ୍ଟ ୧୫ ତାରିଖରେ ନୂଆ ହିତାଧିକାରୀଙ୍କୁ ଭତ୍ତା ରାଶି ବୋଲି ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri