Posted inଖେଳ

ସେପ୍ଟେମ୍ବର ୫ରୁ ଦୁଲୀପ୍ ଟ୍ରଫି: ସମସ୍ତ ସିନିୟରଙ୍କୁ ଡାକରା

ନୂଆଦିଲ୍ଲୀ, ୧୪।୦୮: ସେପ୍ଟେମ୍ବର ୫ ତାରିଖରୁ ଆରମ୍ଭ ହେବାକୁ ଥିବା ଘରୋଇ କ୍ରିକେଟ ଟୁର୍ନାମେଣ୍ଟ ଦୁଲୀପ ଟ୍ରଫି ପାଇଁ ଖେଳାଳି ଚୟନ କରିଛି ବିସିସିଆଇ। ଏଥର ନୂଆ ଫର୍ମାଟରେ ଆୟୋଜିତ ହେବାକୁ ଯାଉଥିବା ଏହି ପ୍ରମୁଖ ଘରୋଇ ଟୁର୍ନାମେଣ୍ଟ ଖେଳିବା ପାଇଁ ଭାରତୀୟ ଦଳର ସମସ୍ତ ନିୟମିତ ସଦସ୍ୟଙ୍କୁ ଚୟନ କରାଯାଇଛି।

ଅଜିତ ଅଗରକରଙ୍କ ଅଧ୍ୟକ୍ଷତାରେ ଚୟନ କମିଟି ଟିମ୍ ଏ, ବି, ସି ଏବଂ ଡି କରି ଚାରୋଟି ଦଳ ଗଠନ କରିଛନ୍ତି। ଶୁଭମନ ଗିଲ୍ ଟିମ୍-ଏ ର ନେତୃତ୍ୱ ନେଉଥିବା ବେଳେ, ଅଭିମନ୍ୟୁ ଈଶ୍ଵରନ ଟିମ୍-ବି, ଋତୁରାଜ ଗାଏକ୍ୱାଡ ଏବଂ ଶ୍ରେୟସ ଆୟର ଟିମ୍ ସି ଏବଂ ଡି ର ନେତୃତ୍ୱ ନେବେ।

ଟିମ୍ ଏ: ଶୁଭମାନ ଗିଲ (ଅଧିନାୟକ), ମୟଙ୍କ ଅଗ୍ରୱାଲ, ରିୟାନ ପରାଗ, ଧ୍ରୁଭ ଜୁରେଲ(ଉଇକେଟ କିପର), କେ.ଏଲ ରାହୁଲ(ଉଇକେଟ କିପର), ତିଲକ ଭର୍ମା, ଶିବମ ଦୁବେ, ତନୁଶ କୋଟିୟାନ, କୁଲଦୀପ ଯାଦବ, ଆକାଶ ଦୀପ, ପ୍ରସଦ୍ଧ କ୍ରିଷ୍ଣା, ଖଲିଲ ଅହମ୍ମଦ, ଆବେଶ ଖାନ, ବିଦ୍ଵଥ କଭର୍ପା, କୁମାର କୁସର୍ଗ, ଶାଶ୍ୱତ ରାୱତ।

ଟିମ୍ ବି: ଅଭିମନ୍ୟୁ ଈଶ୍ଵରନ (ଅଧିନାୟକ), ଯଶସ୍ୱୀ ଜୈସୱାଲ୍, ସରଫରାଜ ଖାନ୍,ଋଷଭ ପନ୍ତ, ମୁଶୀର ଖାନ୍, ନୀତୀଶ କୁମାର ରେଡ୍ଡୀ *, ୱାଶିଂଟନ୍ ସୁନ୍ଦର, ରବିନ୍ଦ୍ର ଜାଡେଜା, ମୋହିତ ସିରାଜ, ଯଶ ଦୟାଲ, ମୁକେଶ କୁମାର, ରାହୁଲ ଚହର, ଆର ସାଇ କିଶୋର , ଏନ. ଜଗଦୀଶନ(ଉଇକେଟ କିପର)।

ଟିମ୍ ସି: ରୁତୁରାଜ ଗାଇକୱାଡ (ଅଧିନାୟକ), ସାଇ ସୁଦର୍ଶନ, ରଜତ ପାଟିଦାର, ଅଭିଷେକ ପୋରେଲ (ଉଇକେଟ କିପର), ସୂର୍ଯ୍ୟକୁମାର ଯାଦବ, ବାବା ଇନ୍ଦ୍ରଜିତ୍, ହ୍ରିତିକ ଶୋକେନ, ମନଭ ସୂତାର, ଉମ୍ରାନ ମଲିକ, ବିଶ୍ୱକ ବିଜୟକୁମାର, ଅନସୁଲ ଖାମବୁଜ, ହିମାଂଶୁ ଚୌହାନ, ମୟଙ୍କ ମାର୍କଣ୍ଡେ,ଆର୍ଯ୍ୟନ ଯୁରେଲ(ଉଇକେଟ କିପର) ସନ୍ଦୀପ ୱାରିଅର୍।

ଟିମ୍ ଡି: ଶ୍ରେୟସ୍ ଲିୟର୍ (ଅଧିନାୟକ), ଅଥର୍ଭ ତାଡେ, ୟଶ ଦୁବେ, ଦେବଦତ୍ତ ପାଡିକଲ, ଇଶାନ କିଶନ (ଉଇକେଟ କିପର, ରିକି ଭୁଇ, ସରନଶ ଜୈନ, ଆକ୍ସର ପଟେଲ, ଅର୍ଶଦୀପ ସିଂ, ଆଦିତ୍ୟ ଠାକରେ, ହର୍ଷିତ ରାଣା, ତୁଷାର ଦେଶପାଣ୍ଡେ, ଆକାଶ ସେନଗୁପ୍ତ, (ଉଇକେଟ କିପର), ସୌରଭ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri