ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ

ଭୁବନେଶ୍ୱର,୧୬ା୮: କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। କେନ୍ଦ୍ରାପଡ଼ାରେ ତାଙ୍କ କାର୍ଯ୍ୟାଳୟ, କଟକସ୍ଥିତ କଲ୍ୟାଣୀନଗର ଏବଂ ଭୁବନେଶ୍ୱରର ଲିଙ୍ଗିପୁର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।

ଚଢ଼ାଉ ଜାରି ରହିଥିବାରୁ ପ୍ରଦୀପଙ୍କର କେତେ ଟଙ୍କାର ସମ୍ପତ୍ତି ରହିଛି ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ରେଡ୍‌ ସରିବା ପରେ ହିଁ ଏ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିବ ବୋଲି ଜଣେ ଭିଜିଲାନ୍ସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri