ଓଡ଼ିଶା ପାଇଲା ନୂଆ ଡିଜିପି, ଖୁରାନିଆ ହେଲେ ଓଡ଼ିଶା ପୋଲିସ ଡିଜି

ଭୁବନେଶ୍ୱର,୧୬।୮: ଓଡ଼ିଶା ପାଇଲା ନୂଆ ଡିଜିପି । ୧୯୯୦ ବ୍ୟାଚ ଆଇପିଏସ ଅଧିକାରୀ YB ଖୁରାନିଆ ହେବେ ପରବର୍ତ୍ତୀ ଓଡିଶା ଡିଜିପି । ଖୁରାନିଆଙ୍କ ନିଯୁକ୍ତି ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି ।

ଯୋଗେଶ ବାହାଦୁର ଖୁରାନିଆ ବିଏସଏଫ ୱେଷ୍ଟର୍ଣ୍ଣ ସେକ୍ଟରର ପରିଚାଳନା, ପ୍ରଶାସନିକ ତଥା ବିଏସଏଫରେ ମାନବ ସମ୍ବଳ ନିଯୁକ୍ତି ଦାୟିତ୍ୱରେ ଥିଲେ। ଏହା ପୂର୍ବରୁ ସେ ନୂଆଦିଲ୍ଲୀ ବିଏସଏଫ ମୁଖ୍ୟାଳୟରେ ସ୍ପେଶିଆଲ ଡାଇରେକ୍ଟର ଜେନେରାଲ (ଅପରେସନ) ଦାୟିତ୍ୱରେ ଥିଲେ । ଚାକିରି କାଳ ଆରମ୍ଭରେ ୫ ଜିଲାର ସେ ଏସପି ଭାବେ କାର୍ଯ୍ୟ କରିଛନ୍ତି। ଓଡ଼ିଶା କ୍ୟାଡର ଅଫିସର ଖୁରାନିଆ ପୂର୍ବରୁ ରାଉରକେଲା ଏସପି, ମୟୂରଭଞ୍ଜ, ଗଞ୍ଜାମ ଏବଂ ଅନ୍ୟ ଜିଲାରେ କାମ କରିଛନ୍ତି। ପଦୋନ୍ନତି ପାଇ ସେ ଭୁବନେଶ୍ୱର ରେଞ୍ଜ, ସାଉଥ ରେଞ୍ଜ ବ୍ରହ୍ମପୁର ଏବଂ ନର୍ଥ ରେଞ୍ଜ ସମ୍ବଲପୁର ଡିଆଇଜି/ଆଇଜି ଭାବେ କାମ କରିଛନ୍ତି। ଭୁବନେଶ୍ବର-କଟକ ପୋଲିସ କମିଶନର ଭାବେ ନିଯୁକ୍ତି ପାଇଛନ୍ତି। ଏହା ବ୍ୟତୀତ ଖୁରାନିଆ ତାଙ୍କର ସାହାସ, ସେବା ଓ କର୍ତ୍ତବ୍ୟ ପାଇଁ ରାଜ୍ୟପାଳ, ରାଷ୍ଟ୍ରପତିଙ୍କ ଦ୍ୱାରା ପୁରସ୍କୃତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri