Posted inଖେଳ

ମନୁ ଭାକରଙ୍କ ଉପରେ ଟଙ୍କା ବର୍ଷା, ମିଳିଲା ଏତେ ଟଙ୍କାର ଚେକ୍‌

ନୂଆଦିଲ୍ଲୀ,୧୬।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ୨ଟି ବ୍ରୋଞ୍ଜ ପଦକ ଜିତିଥିବା ମନୁ ଭାକରଙ୍କ ଉପରେ ଉପହାରର ବର୍ଷା ହେଉଛି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ମନ୍ତ୍ରୀ ସରବାନନ୍ଦ ସୋନୋୱାଲ ତାଙ୍କୁ ପୁଷ୍ପଗୁଚ୍ଛ ଏବଂ ୧୦ଲକ୍ଷ ଟଙ୍କା ଚେକ ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା ଯେଉଁଠାରେ ସରବାନନ୍ଦ ସୋନୋୱାଲ ମନୁ ଭାକରଙ୍କ ମାତା ସୁମେଧା ଭାକର ଏବଂ ପିତା ରାମ କିଶନ ଭାକରଙ୍କୁ ଶାଲ ଦେଇ ସମ୍ମାନିତ କରିଥିଲେ।

ଏହି ଅବସରରେ ସରବାନନ୍ଦ ସୋନୋୱାଲ କହିଛନ୍ତି, ମନୁ ଭାକର ସମଗ୍ର ଦେଶର ସମ୍ମାନ ବଢାଇଛନ୍ତି। ଆଜି ସମଗ୍ର ଦେଶ ତାଙ୍କ ପାଇଁ ଗର୍ବିତ ଅନୁଭବ କରୁଛନ୍ତି। ମୁଁ ଅନୁଭବ କରୁଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରୀଡ଼ାକୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱ ଦେଇଥିବାରୁ ସମଗ୍ର ଦେଶ ଗର୍ବିତ। ଦେଶରେ କ୍ରୀଡା ପ୍ରତି ଏକ ଭଲ ପରିବେଶ ସୃଷ୍ଟି ହୋଇଛି, ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି ଯେ ମନୁ ଭାକର ଆଗାମୀ ଭବିଷ୍ୟତରେ ଅନେକ ପଦକ ଜିତିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri