Posted inଜାତୀୟ

ଆତ୍ମହତ୍ୟା କଲେ ଏମ୍ସ ଡାକ୍ତର; ସ୍ତ୍ରୀଙ୍କ ସହିତ ଚାଲିଥିଲା ବିବାଦ

ନୂଆଦିଲ୍ଲୀ,୧୮।୮: ସମଗ୍ର ଦେଶରେ ଡାକ୍ତର ମାନଙ୍କର ଆନ୍ଦୋଳନ ଚାଲିଥିବା ବେଳେ ଦିଲ୍ଲୀ ଏମ୍ସର ଜଣେ ଡାକ୍ତର ଆତ୍ମହତ୍ୟା କରିଛନ୍ତି। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ସୂଚନାନୁସାରେ, ମୃତ ଡାକ୍ତର ଜଣେ ନ୍ୟୁରୋ ସର୍ଜନ, ଯାହାଙ୍କର ବୟସ ପ୍ରାୟ ୩୪ ବର୍ଷ ଥିଲା। ଏହି ପ୍ରସଙ୍ଗରେ ପୋଲିସ କହିଛି ଯେ ତଦନ୍ତ ଜାରି ରହିଛି ଏବଂ ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ଅଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ପୋଲିସ ସୂତ୍ର ଅନୁଯାୟୀ ଡାକ୍ତରଙ୍କ ପତ୍ନୀଙ୍କ ସହ ବିବାଦ ଲାଗି ରହିଥିଲା। ଡାକ୍ତରଙ୍କ ପତ୍ନୀ ରାଧା ବୃନ୍ଦାବନସ୍ଥିତ ତାଙ୍କ ମା’ଙ୍କ ଘରକୁ ଯାଇଛନ୍ତି। ପୋଲିସ୍ର ପ୍ରାଥମିକ ତଦନ୍ତ ଅନୁଯାୟୀ ଆଶଙ୍କା କରାଯାଉଛି ଯେ ଆଜି ନ୍ୟୁରୋ ସର୍ଜନ ଡାକ୍ତର ଅତ୍ୟଧିକ ମାତ୍ରାରେ ଔଷଧ ସେବନ କରିବାକୁ ତାଙ୍କର ମୃତ୍ୟୁ ହୋଇଛି କିନ୍ତୁ ମୃତ୍ୟୁର ପ୍ରକୃତ କାରଣ ଜଣା ପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri