ଗଛରେ ପିଟିହେଲା ବାଇକ: ଦୁର୍ଘଟଣାରେ ଯୁବକ ମୃତ, ଜଣେ ଗୁରୁତର

ଖଣ୍ଡପଡା/ଭାପୁର,୨୧।୮(ସ୍ବ.ପ୍ର/ଡି.ଏନ.ଏ.)-ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବସନ୍ତପୁର ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି। ମୃତ ଯୁବକ ହେଲେ ପ୍ରଶାନ୍ତ କୁମାର ନାୟକ(୧୯)। ଆହତ ହେଲେ ରାଜେଶ କୁମାର ନାୟକ(୧୮)।
ଯେ, ଫତେଗଡ ଥାନା ଅଧୀନ ବଡସହରା ପଞ୍ଚାୟତ ବାଲିଆପଟା ଗ୍ରାମର ପ୍ରଶାନ୍ତ ଓ ରାଜେଶ ଏକ ବାଇକ ଯୋଗେ ଦ୍ରୁତଗତିରେ ଯାଉଥିବା ବେଳେ ଏକ ହମ୍ପ୍ସ ନିକଟରେ ବାଇକଟି ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ପ୍ରଶାନ୍ତଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଅବସ୍ଥାରେ ରାଜେଶଙ୍କୁ ସ୍ଥାନୀୟ ବାସିନ୍ଦା ଘଟଣାସ୍ଥଳରୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ପଠାଇଥିଲେ। ଫତେଗଡ ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଖଣ୍ଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ବାଇକ ଜବତ କରିଛି ା ଏ ସମ୍ପର୍କରେ ଫତେଗଡ ଥାନାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri