ଜୁଏଲ୍‌ ଓରାମ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୨୦।୮(ପି.ଟି.): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍‌ ଓରାମ ସୋମବାର ରାତି ୯ଟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଏମ୍ସର ନୂଆ ପ୍ରାଇଭେଟ୍‌ ଓ୍ବାର୍ଡରେ ସେ ପଲ୍‌ମୋନାରି ମେଡିସିନ ବିଭାଗ ମୁଖ୍ୟ ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଏମ୍‌ପି ଜୁଏଲ୍‌ଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କର ଗତ ଶନିବାର ୫୮ ବର୍ଷ ବୟସରେ ଡେଙ୍ଗୁରେ ପରଲୋକ ହୋଇଥିଲା। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଜୁଏଲ୍‌ ମଧ୍ୟ ଡେଙ୍ଗୁରେ ସଂକ୍ରମିତ ଥିବା ଜଣାପଡ଼ିବା ପରେ ସେ ଉକ୍ତ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri