ରାଜ୍ୟ ସଭା ଟିକେଟ ଦେବାକୁ କେହି କମିଟମେଣ୍ଟ କରି ନ ଥିଲେ: ମମତା ମହାନ୍ତ

ଭୁବନେଶ୍ୱର,୨୦।୮: ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଏଥିପାଇଁ ମମତା ମହାନ୍ତଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡିରେ ଥିବାବେଳେ ମମତା ରାଜ୍ୟ ସଭାର ଏମପି ଥିଲେ। ଏବେ ତାଙ୍କୁ ଭାଜପା ପକ୍ଷରୁ ସେହି ପଦ ପାଇଁ ପ୍ରାର୍ଥୀ କରାଯାଇଛି।

ତେବେ ପ୍ରାର୍ଥୀ ଘୋଷଣା ପରେ ମମତା ମହାନ୍ତ କହିଛନ୍ତି, ଟିକେଟ ଦେବା ପାଇଁ ପୂର୍ବରୁ କୌଣସି ପ୍ରତିଶ୍ରୁତି ମିଳି ନ ଥିଲା। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଭାଜପାରେ ମିଶିଛି। ପୁଣି ରାଜ୍ୟ ସଭା ଟିକେଟ ଦେବାକୁ କେହି କମିଟମେଣ୍ଟ କରିନଥିଲେ। ଦଳ ମୋତେ ଯେତେବେଳେ ଯେଉଁ କାମ ଦେବ, ନିଷ୍ଠାପର ଭାବେ କରିବି। ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ, ସଭାପତି ନଡ୍ଡାଙ୍କୁ କୃତଜ୍ଞତା ଜଣାଉଛି।

ସୂଚନାଥାଉ କି, ମମତା ଯେଉଁ ପଦରୁ ଇସ୍ତଫା ଦେଇଥିଲେ ଏବେ ପୁଣି ସେହି ପଦ ପାଇଁ ପ୍ରାର୍ଥୀ ହେଲେ । ପଦବୀ ଏକା କିନ୍ତୁ ଦଳ ଅଲଗା । ଅର୍ଥାତ ପୁଣି ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି ମମତା ମହନ୍ତ । ବିଜେଡିରୁ ପ୍ରାର୍ଥୀ ହୋଇ ରାଜ୍ୟ ସଭାକୁ ଯାଇଥିବା ମମତା ମହାନ୍ତ ନିକଟରେ ଉଭୟ ବିଜେଡି ଓ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇଥିଲେ । ଆଉ ତା ପରଦିନ ହିଁ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ । ଏବେ ଦଳ ତାଙ୍କୁ ପୁଣି ଟିକେଟ୍‌ ଦେଇଛି। ଦଳରେ ମିଶୁ ମିଶୁ ପୁଣି ତାଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri