ଭତାରୁ ବଁଚିତ୍‌ ବୁରୁଧ୍‌ ଅର୍ଜୁନ

କୋମନା, ୨୧ା୮ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଣ୍ଡେତରା ଗଁାର ବୁରୁଧ୍‌ ଅର୍ଜୁନ ରଣା(୭୦)। ଆଏଜ୍‌କେ ପାଖାପାଖି ୧୦ ବଛର ହେଲା ସେ ପଁଚେତ୍‌ନୁ ମୂଲ କରି ବ୍ଲକ ତକ୍‌ ଭତାର ଲାଗି ଆବେଦନ କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ଇ ବାବ୍‌ଦେ କୋମନା ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧ୍‌କାରୀ ମିଥୁନ କୁମାର ତାଣ୍ଡିକୁଁ ପଚରାଲାରୁ ମୁଇଁ ନୂଅଁାକରି ଦାଇତିଅ ନେଇଛେଁ, ଇ ବାବ୍‌ଦେ ମୋର ପାସେ କିଛି ସୂଚନା ନଁାଇଁନ ବଲି ସେ କହିଥିଲେ। ହେଲେ ବୁରୁଧ୍‌ ଅର୍ଜୁନକଁର ଉପରେ ଥାନୀୟ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଯେତେ ଜଲ୍‌ଦି ହେବା ଭତା ଯୁଗେଇ ଦେବାକେ ବୁଧିଜୀବୀ ମହଲରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri