ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଖଡ଼ିଆଳ,୨୨ା୮(ସୁଜିତ କୁମାର ପ୍ରଧାନ): କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ନୂଆପଡା ଜିଲା ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ।

ଏଥିରେ ସମ୍ପୃକ୍ତ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପୂର୍ବକ ପୀଡ଼ିତା ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ସେମାନେ ଦାବି କରିଛନ୍ତି। ଏହାସହ ମୃତା ଟ୍ରେନି ଡାକ୍ତରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି କ୍ୟାଣ୍ଡେଲ ଶୋଭାଯାତ୍ରା କରିଥିଲେ। ଏଥିରେ ସ୍ବାସ୍ଥ୍ୟକେନ୍ଦ୍ରର କୃଷ୍ଣଚନ୍ଦ୍ର ରଥ, ଭୂଷଣ ବାବୁ, ସୁଜାତା ସୁବୁଦ୍ଧି, ସୁମିତା ବିଶାଳ, ସେବାପ୍ରଭା ବେହେରା, କାମେଶ୍ୱର ରାଓ ପ୍ରମୁଖ କର୍ମଚାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri