ପିସିସି ସଭାପତି ଚୟନକୁ ଲାଗିବ ୨ ମାସ

ଭୁବନେଶ୍ୱର,୨୩।୮(ସୁନୀତ ମିଶ୍ର): ପିସିସି ସଭାପତି ଚୟନ ଆସନ୍ତା ୨ ମାସ ମଧ୍ୟରେ କରାଯିବ। ଦିଲ୍ଲୀରୁ କେତେଜଣ ନେତା ଆସି ଦଳର କେତେଜଣ ନେତାଙ୍କ ସହ ଆଲୋଚନାକରି ମତାମତ ନେବେ। ଏହା ସହ ବିଭିନ୍ନ ଉପାୟରେ ସର୍ଭେ କରାଯାଇ କାହାକୁ ସଭାପତି କଲେ ଠିକ୍‌ ହେବ, ସେନେଇ ମଧ୍ୟ ମତ ସଂଗ୍ରହ କରାଯିବ ବୋଲି ଷ୍ଟିୟରିଂ କମିଟି ଅଧ୍ୟକ୍ଷ ତଥା ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଥିବା ଜଣାପଡ଼ିଛି।
କଂଗ୍ରେସ ଷ୍ଟିୟରିଂ କମିଟିର ପ୍ରଥମ ବୈଠକ ଗୁରୁବାର ଅଜୟ କୁମାରଙ୍କ ନେତୃତ୍ୱରେ କଂଗ୍ରେସ ଭବନରେ ଅନୁଷ୍ଠିତ ହୋଇଛି। ଏଥିରେ ୧୩ ଜଣ ବିଧାୟକ ଏବଂ ଷ୍ଟିୟରିଂ କମିଟି ସଦସ୍ୟଙ୍କ ମତାମତ ଲୋଡ଼ା ଯାଇଛି। ପ୍ରତି ୧୫ ଦିନରେ ଥରେ ଷ୍ଟିୟରିଂ କମିଟି ବୈଠକ ଅନୁଷ୍ଠିତ ହେବ। ସଭାପତି ଚୟନ ନେଇ ଅଜୟ ନିର୍ଦ୍ଦିଷ୍ଟ ସମୟ ଦେବା ପରେ ଦଳରେ ଆଶ୍ୱସ୍ତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri