Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଗୁରୁଜନଙ୍କ କଥାରେ ପ୍ରଭାବିତ ହୋଇ ନୂତନ ଯୋଜନା ସକାଶେ ମନ ବଳାଇପାରନ୍ତି। ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ ସେଥିପାଇଁ ପାଖ ମାଡ଼ିବେ ନାହିଁ। ଆନୁଷ୍ଠାନିକ କାମରେ ସମସ୍ୟାର ସରଳ ସମାଧାନ ହେବାର ସମ୍ଭାବନା ରହିଛି।
ବୃଷ
ବୃଷ
ପାଖ ଲୋକଙ୍କୁ ମନେଇ କାମ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ସମ୍ମାନ ମିଳିବ ଏବଂ ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେବେ। ସଙ୍ଗୀତ, କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ।
ମିଥୁନ
ମିଥୁନ
ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରି ଉଚିତ ପଦକ୍ଷେପ ନେବା ଭଲ ହେବ। ପାଖରେ ନ ଥିବା ଜିନିଷଟି ହାସଲ କ୍ଷେତ୍ରରେ ତର୍କ ଓ ବିବାଦ ବଢ଼ିପାରେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଭଲରେ ଚାଲିବ କିନ୍ତୁ ପୂର୍ଣ୍ଣ ସନ୍ତୋଷଜନକ ହୋଇ ନପାରେ। ସାଂସ୍କୃତିକ କାର୍ଯ୍ୟକ୍ରମର ନିମନ୍ତ୍ରଣ ପାଇପାରନ୍ତି।
କର୍କଟ
କର୍କଟ
ଯେଉଁ କାମ କରନ୍ତୁନା କାହିଁକି ଆଶାନୁରୂପ ସହଯୋଗ ଲାଭ କରି ଲକ୍ଷ୍ୟ ପୂରଣ କରିପାରିବେ। ଆନୁଷ୍ଠାନିକ କାମ, କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ। ପ୍ରତିଦ୍ୱନ୍ଦ୍ୱିତା, କ୍ରୀଡ଼ା ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ନିକଟ ସମ୍ପର୍କୀୟଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ଆପଣଙ୍କୁ ବିଶେଷ ଧାଁ ଦଉଡ କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଯାହା ପାଇବାକୁ ଇଚ୍ଛା କରୁଛନ୍ତି ତାହା ନିଶ୍ଚିତ ମିଳିବ କିନ୍ତୁ ଏଥିପାଇଁ ବିବାଦର ସୂଚନା ରହିଛି। ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ କିମ୍ବା ସ୍ବାସ୍ଥ୍ୟ ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହରଡଘଣାରେ ପଡ଼ିବେ। ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କନ୍ୟା
ଆଜି ବନ୍ଧୁ ପରିଜନଙ୍କ ମେଳରେ ସମୟ ଅତିବାହିତ କରିବେ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରିୟ ବନ୍ଧୁଟି ସାହାଯ୍ୟର ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବ ନାହିଁ। ବ୍ୟବସାୟ ଏବଂ ପରିବହନରେ ଲାଭ ଅପେକ୍ଷା କ୍ଷତି ଅଧିକ ହୋଇପାରେ। ଅର୍ଥ, କର୍ମକ୍ଷେତ୍ର, ନିର୍ମାଣ, ସଭାସମିତିରେ ଉତ୍ସାହିତ ହୋଇ କାମ କରିବାର ସୁଯୋଗ ପାଇବେ।
ତୁଳା
ତୁଳା
ଲାଗି ରହିଥିବା ସମସ୍ୟା ସମାଧାନ କରିବାରେ ଜଣେ ବୁଦ୍ଧିଜୀବୀ ସାହାଯ୍ୟ କରିବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ଦୀର୍ଘ ମିଆଦୀ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ କରିବାର ମାର୍ଗ ପ୍ରଶସ୍ତ ରହିବ। ପଡ଼ୋଶୀ ନିଜ ନିଜର ସ୍ବାର୍ଥସାଧନ ମାନସରେ ବନେଇ ଚୁନେଇ ବହୁତ କଥା କହିପାରନ୍ତି।
ବିଛା
ବିଛା
ଘର କାମ ପଛକୁ ପକାଇ ବନ୍ଧୁଙ୍କ ସହ କୌଣସି କାମରେ ବ୍ୟସ୍ତ ରହିପାରନ୍ତି। ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। କଳା, ସାହିତ୍ୟ ଓ ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପଡ଼ୋଶୀ କିମ୍ବା ସହକର୍ମୀମାନଙ୍କ ତରଫରୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆଜି କର୍ମକ୍ଷେତ୍ରରେ ଯେମିତି ଚାହୁଁଛନ୍ତି ସେମିତି ହେବ। ଆଲୋଚନା ପରିସରରେ କଥା କଟାକଟି ପରେ ସହମତିରେ କାମ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ବିବାଦୀୟ ଘଟଣା, ପରିବହନ, ବ୍ୟବସାୟ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ବ୍ୟସ୍ତତା ବୃଦ୍ଧି ପାଇବ। ପରିବାରରେ ପ୍ରିୟ କଥା କହି ସନ୍ଦେହ ଓ ସମସ୍ୟାକୁ ସୁଧାରି ନେଇପାରନ୍ତି।
ମକର
ମକର
ମନ ଚାହୁଁଥିବା ଜିନିଷ, ବନ୍ଧୁଙ୍କଠାରୁ ଆତ୍ମପ୍ରଶଂସା, ପଡ଼ୋଶୀଙ୍କ ପରିବର୍ତ୍ତିତ ମନୋଭାବରୁ ଖୁସି ରହିବେ। ସନ୍ଧ୍ୟାରେ କଠିନ କାମ ଓ ଭ୍ରମଣ କାରଣରୁ ଦେହ ଭଲ ଲାଗିବ ନାହିଁ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ, ସାହିତ୍ୟରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ର ତଥା ପାରିବାରିକ ସମସ୍ୟାକୁ ନିୟନ୍ତ୍ରଣ ମଧ୍ୟରେ ରଖିବାକୁ ସମର୍ଥ ହେବେ। ସାମାନ୍ୟ କଥାକୁ ଗୁରୁତ୍ୱ ଦେଲେ ଅଯଥା ଟେନସନ ଲାଗି ରହିବାର ସୂଚନା ରହିଛି। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବାକୁ ପଡ଼ିପାରେ। ସନ୍ତାନଙ୍କ କୃତି ଓ କୃତିତ୍ୱ କାରଣରୁ ନିଜକୁ ଗୌରବାନ୍ବିତ ମନେକରିବେ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। କର୍ମକ୍ଷେତ୍ରରେ ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ହୋଇପାରନ୍ତି। ଦୀର୍ଘ ସମୟ ପରେ ଆତ୍ମୀୟଙ୍କଠାରୁ ପ୍ରତୀକ୍ଷିତ ଖବର ପାଇପାରନ୍ତି। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରି କଟୁ କଥା କହିବାକୁ ପଛାଇବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

ରାଶିଫଳ: ରବିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବନ୍ଧୁଙ୍କ ବିରୋଧାଭାଷ ରହିଲେ ମଧ୍ୟ ଗଠନମୂଳକ ପରାମର୍ଶ ଅବଶ୍ୟ ପାଇବେ। ଗତକାଲିର ବାକି କାମଗୁଡ଼ିକୁ ଆଜି ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ।...

ରାଶିଫଳ: ଶନିବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି, ସ୍ବାସ୍ଥ୍ୟ, ପରିବାର ,ବନ୍ଧୁସମ୍ପର୍କ କ୍ଷେତ୍ରରେ ପ୍ରତିକୂଳ ପ୍ରଭାବ ପକାଇବ। ପାରିବାରିକ ଅସ୍ଥିରତା, ଦୈହିକ ଓ ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବୃହସ୍ପତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri