Posted inଜାତୀୟ

୧୧ ଲକ୍ଷ ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ମୁମ୍ବାଇ,୨୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାରାଷ୍ଟ୍ର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏପରିକି ମହାରାଷ୍ଟ୍ର ଜାଲଗାଓଁରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ୧୧ ଲକ୍ଷ ‘ଲକ୍ଷପତି ଦିଦି’ଙ୍କୁ ପ୍ରମାଣପତ୍ର ବାଣ୍ଟିବେ। ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହା ବଳିଷ୍ଠ ପଦକ୍ଷେପ ହେବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ଏପରିକି ଏସ୍‌ଏଜ୍‌ଜି ମହିଳାଙ୍କ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏକ ବଡ଼ ଘୋଷଣା କରିବେ। ଏପରିକି ଏସ୍‌ଏଜ୍‌ଜି ମହିଳାଙ୍କ ପାଇଁ ୨୫୦୦ କୋଟିର ଏକ ପ୍ୟାକେଜ ଘୋଷଣା କରାଯିବ ବୋଲି ସୂଚନା ମିଳିଛି।

ଅନ୍ୟପକ୍ଷେ ଶନିବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପୁରୁଣା ପେନସନ ସ୍କିମ ଏବଂ ନୂଆ ପେନସନ ସ୍କିମ ବଦଳରେ ୟୁନିଫାଏଡ ପେନସନ ସ୍କିମ (ୟୁପିଏସ)କୁ ଅନୁମୋଦନ କରାଯାଇଛି। ଏହା ଦ୍ୱାର ୨୫ ବର୍ଷ କାମ କରିଥିବା କର୍ମଚାରୀଙ୍କୁ ପୂର୍ଣ୍ଣ ପେନସନ ମିଳିବ। ୟୁପିଏସ ଯୋଜନାରେ ୨୩ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଉପକୃତ ହେବେ। ଏହି ଯୋଜନା ୨୦୨୫ ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri