ଗଣେଶ ପୂଜା ପାଇଁ ପ୍ରସ୍ତୁତି ଆରମ୍ଭ: ମୂର୍ତ୍ତି ତିଆରିରେ ମଗ୍ନ କାରିଗର

ବାଲିଗୁଡା, ୩୦୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଧରାପୃଷ୍ଟରେ ପ୍ରଭୁ ଗଣେଶ ଅବତରଣ ପୂର୍ବରୁ ଗଣେଶ ମୂର୍ତ୍ତି ତିଆରି କରିବା ବ୍ୟସ୍ତରେ ମୂର୍ତ୍ତି କାରିଗର। ଆସନ୍ତା ମାସ ସପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ଗଣେଶ ପୂଜା ହେବ। ସମଗ୍ର ସହର ହେବ ଚଳଚଞ୍ଚଳ ଆଲୋକର ରଙ୍ଗୀନ ମାଳାରେ ସଜାହେବ ବିଭିନ୍ନ ଅନୁଷ୍ଠାନ ସହର ଏବଂ ଆଖପାଖ ଅଞ୍ଚଳରେ ଗଣେଶ ପୂଜା ନିମନ୍ତେ ମୂର୍ତ୍ତି ତିଆରି କରୁଥିବା ଦେଖିବାକୁ ମିଳିଛି I ପୂଜା ଆରମ୍ଭର ଏକ ମାସ ପୂର୍ବରୁ ବିଭିନ୍ନ ଗ୍ରାମର ଯୁବ ଗୋଷ୍ଠୀମାନେ ମୂର୍ତ୍ତି କାର୍ଯ୍ୟ ଆରମ୍ଭ କରିଥିବା ବେଳେ ବର୍ତ୍ତମାନ ତାହା ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିସାରିଛି।
ପ୍ରତି ସାହିରେ ଯୁବ ଗୋଷ୍ଠୀଙ୍କ ଦ୍ୱାରା ପ୍ରଭୁ ଗଣେଶଙ୍କ ମୂର୍ତ୍ତି ରଖି ବହୁ ଧୁମଧାମରେ ପୂଜାର୍ଚ୍ଚନା କରିବା ସହ ସନ୍ଧ୍ୟାରୁ ରାତ୍ର କାଳୀନ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ ହୋଇଥାଏ I ଏହି ପରିପ୍ରେକ୍ଷୀରେ ଟାଉନର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଫ୍ରେଣ୍ଡସ ଗ୍ରୁପ ତରଫରୁ ଅଷ୍ଟମ ବାର୍ଷିକ ଗଣେଷ ପୂଜା ଆୟୋଜନ କରୁଛିl ଗ୍ରୁପ ତରଫରୁ ଆୟୋଜିତ ପୂଜା ମା’ ପାଟଖଣ୍ଡା ମନ୍ଦିର ପରିସରରେ ଥିବା ପୂଜା ମଣ୍ଡପରେ ଆୟୋଜନ ପାଇଁ କୋଲକାତାରୁ ଆସିଥିବା ବରିଷ୍ଠ ଦକ୍ଷ ମୂର୍ତ୍ତି କାରିଗରଙ୍କ ଦ୍ୱାରା ମୂର୍ତ୍ତିର କାରୁକାର୍ଯ୍ୟ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଯାଇଛି l ଏ ନେଇ ଗ୍ରୁପ ତରଫରୁ ଉକ୍ତ ଦିନ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଆକର୍ଷଣୀୟ ପ୍ରସାଦ ସେବନର ବ୍ୟବସ୍ଥା ରହିଥିବା କୁହାଯାଇଛି l ଏତଦ ବ୍ୟତୀତ ଟାଉନର ବିଭିନ୍ନ ଶିକ୍ଷା ଶିକ୍ଷାନୁଷ୍ଠାନ, ସାଂସ୍କୃତିକ ଓ ସ୍ବେଛାସେବୀ ଅନୁଷ୍ଠାନ ଗୁଡ଼ିକରେ ରେ ମଧ୍ୟ ଗଣେଶ ପୂଜା ବଡ଼ ଉତ୍ସାହର ସହ ପାଳନ କରିବା ପାଇଁ ଜୋରସୋରରେ ଲାଗିଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri