Posted inଜାତୀୟ

ବାଂଲାଦେଶ ସହିତ ମିଶି ଷଡଯନ୍ତ୍ର କରୁଛି ପାକିସ୍ତାନ, ଭାରତ ଉପରେ…

ନୂଆଦିଲ୍ଲୀ,୩୧।୮: ବାଂଲାଦେଶରେ ରାଜନୈତିକ ସ୍ଥିରତା ମଧ୍ୟ ଭାରତ ଉପରେ ପ୍ରଭାବ ପକାଉଛି। ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯାଇଛି। କିନ୍ତୁ ବାଂଲାଦେଶରେ ଭାରତ ବିରୋଧରେ ଭାବନା ବୃଦ୍ଧି ପାଉଛି। ପାକିସ୍ତାନ ଏବେ ଏହାର ଖୋଲାଖୋଲି ଭାବେ ଲାଭ ଉଠାଇବା ଆରମ୍ଭ କରିଛି। ପାକିସ୍ତାନ ବର୍ତ୍ତମାନ ବାଂଲାଦେଶ ସହାୟତାରେ ଭାରତକୁ ଘେରିବାକୁ ଚେଷ୍ଟା କରୁଛି। ଏହାର ଏକ ନୂଆ ଉଦାହରଣ ଆସିଛି। ଦକ୍ଷିଣ ଏସିଆରେ ନିଜର ଆଭିମୁଖ୍ୟ ପ୍ରତିଷ୍ଠା ପାଇଁ ସେ ପ୍ରତ୍ୟେକ ପଦକ୍ଷେପ ନେବାକୁ ଚେଷ୍ଟା କରୁଛି।

ରିପୋର୍ଟ ଅନୁଯାୟୀ, ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ପ୍ରେସ ବିବୃତ୍ତିରେ କହିଛି ଯେ ପାକିସ୍ତାନ ଏବଂ ବାଂଲାଦେଶ ଶୁକ୍ରବାର ସହମତ ହୋଇଛନ୍ତି ଯେ ଉଭୟ ଦେଶର ପ୍ରଗତି ଏବଂ ସମୃଦ୍ଧତା ପାଇଁ ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ପାକିସ୍ତାନ ସରକାର ଏହା ପୂର୍ବରୁ ଅଗଷ୍ଟରେ ବ୍ୟାପକ ବିରୋଧ ମଧ୍ୟରେ ହାସିନାଙ୍କ ସରକାର ଖସିବା ପରେ ବାଂଲାଦେଶବାସୀଙ୍କ ସହ ଏକତା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri