ଆକ୍ସନ ମୋଡ୍‌ରେ ସରକାର, ଶ୍ରୀମନ୍ଦିର କାର୍ଯ୍ୟାଳୟର ୩୨ କର୍ମଚାରୀ ବିଦା

ପୁରୀ,୩୧।୮: ଶ୍ରୀମନ୍ଦିର କାର୍ଯ୍ୟାଳୟରେ କାର୍ଯ୍ୟରତ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟ ସରକାର ବିଦା କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀଙ୍କୁ ନିଯୁକ୍ତି ମିଳିଥିବା ଖବର ଜାଣିବା ପରେ ଆକ୍ସନ ମୋଡ୍‌କୁ ଆସିଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ବିଦା କରିଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।

ସୂଚନା ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ଯେ, ପୂର୍ବ ସରକାରରେ ବାରମ୍ବାର ପୁନଃ ନିଯୁକ୍ତି ହେବା ଫଳରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନିଯୁକ୍ତି ସୁଯୋଗ ମଧ୍ୟ ଠପ୍‌ ହୋଇଯାଇଥିଲା। ଏବେ ଭାଜପା ସରକାର ଏ ନିଯୁକ୍ତି ପ୍ରକ୍ରିୟାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି।

ସୂଚନା ମୁତାବକ, ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁନଃ ନିଯୁକ୍ତି ପାଇଥିବା ମୋଟ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ବିଦା କରିଛି ଶ୍ରୀମନ୍ଦିର ପ୍ରଶାସନ। ଗତ ୧୦ ବର୍ଷରେ ଅନେକ ଅଧିକାରୀ ଅବସର ନେବା ପରେ ଓଏସଡି ଭାବେ ମିଳିଥିଲା ପୁନଃ ନିଯୁକ୍ତି ା ଏବେ ଖାଲି ହେବାକୁ ଥିବା ପଦବୀକୁ ଓଡ଼ିଶା ସବୋର୍ଡିନେଟ ଷ୍ଟାଫ କମିଶନ ଜରିଆରେ ପୂରା କରିବାକୁ ସରକାରଙ୍କୁ ସୁପାରିସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri