Posted inଜାତୀୟ

ଆନ୍ଦୋଳନ ବେଳେ ବଳ ପ୍ରୟୋଗ, କୋଲକାତା ପୋଲିସ ମୁଖ୍ୟଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୧ା୯ (ପି.ଟି.): କୋଲକାତାର ଆର୍‌.ଜି. କର ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବିକରି ଛାତ୍ରୀଛାତ୍ର ଗତ ୨୭ ତାରିଖରେ ନବାନ୍ନ ଅଭିମୁଖେ ବିକ୍ଷୋଭ ଶୋଭାଯାତ୍ରାରେ ଯାଉଥିବାବେଳେ ସେମାନଙ୍କ ଉପରେ ବର୍ବରତା ଓ ଅତ୍ୟଧିକ ବଳ ପ୍ରୟୋଗ ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) କୋଲକାତା ପୋଲିସ କମିଶନରଙ୍କୁ ନୋଟିସ ଜାରି କରିଛନ୍ତି। ଏହି ଘଟଣାରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ୨ ସପ୍ତାହ ମଧ୍ୟରେ ଜଣାଇବା ପାଇଁ ଏନ୍‌ଏଚ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ଭାରତୀୟ ହ୍ୟୁମ୍ୟାନ ରାଇଟ୍ସ ଇନିସିଏଟିଭ୍‌ (ଭୀମ୍‌)ର ଓ.ପି. ବ୍ୟାସଙ୍କ ଅଭିଯୋଗ ଆଧାରରେ ନୋଟିସ ଜାରି ହୋଇଛି।

ନ୍ୟାୟ ଦାବିରେ ଛାତ୍ରୀଛାତ୍ର ରାଜ୍ୟ ସଚିବାଳୟ ନବାନ୍ନ ଅଭିମୁଖେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରାରେ ଯାଉଥିବାବେଳେ ପୋଲିସ୍‌ ସେମାନଙ୍କ ଉପରେ ଲାଠିଚାଳନା କରିବା ସହ ଲୁହବୁହା ବାଷ୍ପ ଏବଂ ପାଣିମାଡ଼ କରିଥିଲା। ଲାଠିମାଡ଼ରେ ବହୁ ଆନ୍ଦୋଳନକାରୀ ଗୁରୁତର ଆହତ ହୋଇଥିଲେ। ୨୦୦ରୁ ଊର୍ଦ୍ଧ୍ୱ ଛାତ୍ରଙ୍କୁ ଗିରଫ କରାଯାଇଥିଲା। ଏଭଳି କାର୍ଯ୍ୟାନୁଷ୍ଠାନ ଶାନ୍ତିପୂର୍ଣ୍ଣ ସମାବେଶ ଅଧିକାରର ଉଲ୍ଲଂଘନ ଏବଂ ମାନବାଧିକାର ପ୍ରତି ଗମ୍ଭୀର ଅବମାନନା। ଛାତ୍ରୀଛାତ୍ରଙ୍କ ଅଧିକାରର ସୁରକ୍ଷା ଏବଂ ଆହତମାନଙ୍କୁ କ୍ଷତିପୂରଣ ଦେବାକୁ ଆବେଦନକାରୀ ନିବେଦନ କରିଥିଲେ। ଏଭଳି କାର୍ଯ୍ୟାନୁଷ୍ଠାନ ଗୁରୁତର ସମସ୍ୟା ବୋଲି ସୁପ୍ରିମକୋର୍ଟ କହିବା ସହ ପୋଲିସର ମାତ୍ରାଧିକ ତଥା ବର୍ବର କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିଥିଲେ। ଏହା ମାନବାଧିକାର ଓ ମର୍ଯ୍ୟାଦାର ଉଲ୍ଲଂଘନ ବୋଲି କମିଶନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri