ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଦେଶ ଭିତରେ LPG ଷ୍ଟକ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲ ଏବଂ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା ନାମକ ଜଣେ ବ୍ୟକ୍ତିଙ୍କ କୋଠାଘର ଛାତ…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ଏକ ଦନ୍ତା ହାତୀ ଗାଁରେ ପଶି…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା ଓ ପୂଜାର୍ଚ୍ଚନା ହେଉଛି। ମାଙ୍କ ମୂର୍ତ୍ତି…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ ଇସ୍ରାଏଲ ବୋମାମାଡ଼ କରି ଇରାନ୍‌କୁ ଡରାଇବାକୁ ଚେଷ୍ଟା କରିଥିବା ବେଳେ ଅନ୍ୟପକ୍ଷରେ ଇରାନ୍‌…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା ୪୫ ମିନିଟରେ ଦୁଇ ଜଣ ଅତିରିକ୍ତ ଏସପିଙ୍କ ନେତୃତ୍ବରେ ପୋଲିସ ଦଳ ଜେଲ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି। ହର୍ମୁଜ୍‌ ସାମୁଦ୍ରିକ ପଥକୁ ଇରାନ୍‌ କବ୍‌ଜା କରି ତୈଳ ଓ ଗ୍ୟାସ୍‌ ଯୋଗାଣ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ ଗତ ୪୮ଘଣ୍ଟା ମଧ୍ୟରେ ଇରାନର କାର୍ଯ୍ୟକଳାପ ସ୍ପଷ୍ଟ କରିଛି ଯେ ଏହା ବିଶ୍ୱ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍ ଅଭାବର ଏକ ସଙ୍କଟ ଦେଖାଦେଇଛି । ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ଶ୍ରୀଲଙ୍କାରେ ପେଟ୍ରୋଲ…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା କହିଛି ଯେ, ଶତ୍ରୁ ରାଷ୍ଟ୍ରଗୁଡ଼ିକର ଜାହାଜ ବ୍ୟତୀତ ଅନ୍ୟ ସମସ୍ତ ଜାହାଜକୁ ଏହି…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରାଯାଇଛି । ଏହା ପୂର୍ବରୁ, ଇରାନ ଇସ୍ରାଏଲର…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ ଜଳ ଦିବସ ସମାରୋହ ଅନୁଷ୍ଠିତ ହୋଇଛି ।ସୂଚନା ଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି। ଫଳସ୍ବରୂପ, ସାରା ବିଶ୍ୱରେ ତୈଳ ଏବଂ ଗ୍ୟାସର ଅଭାବ ଦିନକୁ ଦିନ ବୃଦ୍ଧି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri