ନିର୍ବାଚନ ପୂର୍ବରୁ ଟ୍ରମ୍ପ୍‌ଙ୍କ ଉପରେ ବାୟୋପିକ୍‌ ଆଣିବ ହଲିଉଡ୍‌

ଓ୍ବାଶିଂଟନ,୨ା୯:ନଭେମ୍ବର ୫ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ ହଲିଉଡ୍‌ର ବ୍ରିଆର୍‌କ୍ଲିଫ୍‌ ଏଣ୍ଟରଟେନ୍‌ମେଣ୍ଟ ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଉପରେ ଏକ ବିବାଦୀୟ ବାୟୋପିକ୍‌ ଆଣିବାକୁ ଯାଉଛି। ଅକ୍ଟୋବର ୧୧ରେ ରିଲିଜ୍‌ ହେବାକୁ ଥିବା ଏହି ବାୟୋପିକ୍‌ରେ ଟ୍ରମ୍ପ୍‌ଙ୍କୁ ଜଣେ ବଳାତ୍କାରୀ ଭାବେ ଚିତ୍ରଣ କରାଯାଇଥିବାରୁ ଏହା ଉପରେ ଜୋର୍‌ଦାର ଚର୍ଚ୍ଚା ହୋଇଛି। ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଟ୍ରମ୍ପ୍‌ଙ୍କ ଟିମ୍‌ ଧମକ ଦେଇଛି। ଅଲି ଆବ୍ବାସୀଙ୍କ ନିର୍ଦ୍ଦେଶିତ ଉକ୍ତ ଜୀବନୀ ଚଳଚ୍ଚିତ୍ରରେ ଟ୍ରମ୍ପ୍‌ଙ୍କ ପୂର୍ବ ବ୍ୟବସାୟ କ୍ୟାରିୟର, ଆଇନଜୀବୀ ରୟ କୋହନ୍‌ଙ୍କ ସହ ତାଙ୍କର ସମ୍ପର୍କ ଆଦି ରହିଛି। ରାଷ୍ଟ୍ରପତି ନିର୍ବାଚନକୁ ନେଇ ଟ୍ରମ୍ପ୍‌ ଏବଂ ବର୍ତ୍ତମାନର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ୍‌ ପ୍ରାର୍ଥୀ କମଲା ହାରିସ୍‌ଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ତୀବ୍ର ହୋଇଥବା ବେଳେ ହଲିଉଡ୍‌ର ଏହି ବାୟୋପିକ୍‌ ଆମେରିକୀୟ ଭୋଟରଙ୍କୁ ପ୍ରଭାବିତ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri