ମା’ ପାଇଁ ଗଛଟିଏ ଲଗାଇଲେ ବିଧାୟକ

ରସାଳପୁର, ୩।୯(ଶରତ ସାମଲ): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ ଖାନନଗର ପଞ୍ଚାୟତ ବାଙ୍ଗରା ଗ୍ରାମସ୍ଥିତ ନୀଳକଣ୍ଠେଶ୍ୱର ମହାବିଦ୍ୟାଳୟର ଯୁକ୍ତ ୩ ଡିଗ୍ରୀ କଲେଜ ପକ୍ଷରୁ ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସରକାରୀ ଦଳ ଉପମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ ଯୋଗଦେଇ ପ୍ରଧାନମନ୍ତ୍ରୀଙ୍କ ମା’ ପାଇଁ ଗଛଟିଏ ନାରା ସମ୍ପର୍କରେ ଆଲୋକପାତ କରି ବ୍ୟାପକ ଚାରାରୋପଣ ପାଇଁ ଆହ୍ବାନ ଦେଇଥିଲେ। କଲେଜ ପରିସରରେ ଚାରାରୋପଣ କରି ବିଧାୟକ ଦାସ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଯୁକ୍ତ ୨ କଲେଜ ଅଧ୍ୟକ୍ଷ ଶଶିଭୂଷଣ କରଙ୍କ ପୌରୋହିତ୍ୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଅତିଥି ଭାବେ ଯୁକ୍ତ ୩ କଲେଜର ପରିଚାଳନା କମିଟି ସଭାପତି ମନ୍ମଥ ମହାନ୍ତି, ଅଧ୍ୟକ୍ଷା ପ୍ରଣତି ପ୍ରିୟଦର୍ର୍ଶିନୀ ମିଶ୍ର, ଡ. ଲେଖାରାଣୀ ଦାସ, ଅଧ୍ୟାପକ ବୀରେନ୍ଦ୍ର ପାଳ, ବିଧାୟକଙ୍କ ପ୍ରତିନିଧି କାର୍ତ୍ତିକ ଗିରି, ଲମ୍ବୋଦର ଦାସ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri