Posted inଜାତୀୟ

ନୀତୀଶ କୁମାରଙ୍କୁ ଭେଟିଲେ ତେଜସ୍ବୀ ଯାଦବ: ରାଜନୀତି ହଲ୍‌ଚଲ୍‌

ପାଟନା,୩।୯: ଦୀର୍ଘ ୮ ମାସ ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ମଙ୍ଗଳବାର ଭେଟିଛନ୍ତି ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ। ମୁଖ୍ୟମନ୍ତ୍ରୀ ସଚିବାଳୟରେ ନୀତୀଶ ପହଞ୍ଚିବା ପରେ ତେଜସ୍ବୀ ତାଙ୍କୁ ସାକ୍ଷାତ କରିଥିଲେ। ସୂଚନା କମିଶନର ପଦରେ ନିଯୁକ୍ତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ତେଜସ୍ବୀ ଯାଦବ ଏକାଠି ହୋଇଥିଲେ। ଉଭୟ ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀଦଳର ନେତା ସୂଚନା କମିଶନର୍‌ ପଦରେ ନିଯୁକ୍ତିର ନାମକୁ ଅନୁମୋଦନ କରିଛନ୍ତି। ନୀତୀଶ କୁମାର ଏବଂ ତେଜସ୍ବୀ ଯାଦବ ନିଜ ନିଜ ଗାଡିରେ ଏକାଠି ହୋଇ ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟରେ ପହଞ୍ଚିଥିଲେ।
ରାଜ୍ୟରେ ସୂଚନା କମିଶନରଙ୍କୁ କ୍ୟାବିନେଟ ସଦସ୍ୟଙ୍କ ସହ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନିଯୁକ୍ତ କରିଥାନ୍ତି। ମୁଖ୍ୟମନ୍ତ୍ରୀ କମିଟିର ସଭାପତି, ସେହି କମିଟିରେ ବିରୋଧୀ ଦଳର ନେତାମାନେ ବିଧାନସଭା ଏବଂ କ୍ୟାବିନେଟର ସଦସ୍ୟ ଥାନ୍ତି।
ଏଥି ସହିତ ଏହି ବୈଠକ ସମ୍ପର୍କରେ ତେଜସ୍ବୀ ଯାଦବ କହିଛନ୍ତି, ସୂଚନା କମିଶନରଙ୍କ ନିଯୁକ୍ତି ସମ୍ପର୍କରେ ସୂଚନା ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ସହିତ ନବମ ଅନୁସୂଚୀତ ପ୍ରସଙ୍ଗରେ ଆଲୋଚନା କରି ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri