ଉଠିଲା ପଡ଼ିଲା ବିଧାନସଭା, ରେଭେନ୍ସାକୁ ନେଇ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଛନ୍ତି ବ୍ୟୋମକେଶ। ସେ କହିଛନ୍ତି, ରେଭେନ୍ସା ୧୫୬ ବର୍ଷର ଶିକ୍ଷାନୁଷ୍ଠାନ, ନ’ଙ୍କ ଦୁର୍ଭିକ୍ଷ ସହ ଏହାକୁ ଯୋଡ଼ିବା ଠିକ ନୁହେଁ। ରେଭେନ୍ସା ତାଙ୍କ କାର୍ଯ୍ୟକାଳରେ ଓଡ଼ିଆ ପଢ଼ାଯିବା ଲାଗି ବିଶେଷ ଗୁରୁତ୍ୱ ଦେଇଥିଲେ। ରେଭେନ୍ସାଙ୍କ ଉଦ୍ୟମକୁ ସେତେବେଳେ ବ୍ୟାସକବି ଫକୀର ମୋହନ ସେନାପତି ଓ ଗୌରୀଶଙ୍କର ରାୟ ମଧ୍ୟ ପ୍ରଶଂସା କରିଥିଲେ। ସେ ଚାହିଁ ନ ଥିଲେ ତାଙ୍କ ନାଁରେ ରେଭେନ୍ସା କଲେଜ ହେଉ। ନାଁ ପରିବର୍ତ୍ତନକୁ ନେଇ ଆନ୍ଦୋଳନ ବଢୁଛି, ମୁଖ୍ୟମନ୍ତ୍ରୀ ବିବୃତ୍ତି ରଖନ୍ତୁ ବୋଲି ବିଧାୟକ ଦାବି କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri