Posted inଫୁରସତ

୧୦ ବର୍ଷ ଧରି ୫୦ ଲୋକଙ୍କ ଦ୍ୱାରା ସ୍ତ୍ରୀଙ୍କୁ ବଳାତ୍କାର କରାଉଥିଲେ ସ୍ବାମୀ, କୋର୍ଟରେ ଦୁଃଖ ବଖାଣିଲେ ମହିଳା

ସ୍ବାମୀ (ବର୍ତ୍ତମାନ ପୂର୍ବତନ)ଙ୍କ ଦ୍ୱାରା ଅଚେତ ଅବସ୍ଥାରେ ଡ୍ରଗ୍ସ ଦେଇ ପ୍ରାୟ ଏକ ଦଶନ୍ଧି ଧରି ବଳାତ୍କାରର ଶିକାର ହୋଇଥିବା ମହିଳା ଜିସେଲେ ପେଲିକାଟ, ଗୁରୁବାର ପ୍ରଥମ ଥର ପାଇଁ କୋର୍ଟରେ ସାକ୍ଷ୍ୟ ଦେଇଛନ୍ତି।
ସେ କହିଛନ୍ତି ଯେ ବର୍ଷ ବର୍ଷ ଧରି ପୋଲିସ ତାଙ୍କ ଅଭିଯୋଗ କରିଥିବା ବଳାତ୍କାର ଘଟଣାରୁ ପରଦା ଉଠାଇବା ବେଳେ ତାଙ୍କ ଦୁନିଆ ଶେଷ ହୋଇଯାଇଥିଲା। ୭୧ ବର୍ଷିୟ ଡୋମିନିକ ପେଲିକଟ, ଏବଂ ଅନ୍ୟ ୫୦ ଜଣଙ୍କ ବିରୋଧରେ ବଳାତ୍କାର ଅଭିଯୋଗରେ ମାମଲା ଚାଲିଛି। ଯାହା ସେମାନଙ୍କୁ ୨୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରିପାରିବ। ସୋମବାରଠାରୁ ଏହି ଶୁଣାଣି ଆରମ୍ଭ ହୋଇ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ ବୋଲି ଆଶା କରାଯାଉଛି।
ସାଧାରଣତଃ ଜଣେ ବଳାତ୍କାର ପୀଡିତାଙ୍କ ପରିଚୟ ପ୍ରକାଶ କରାଯାଏ ନାହିଁ, କିନ୍ତୁ ଜିସେଲଙ୍କ ଓକିଲ ଷ୍ଟେଫେନ ବେବୋନେଓ କହିଛନ୍ତି ଯେ ସେ ତାଙ୍କ ନାମ ପ୍ରକାଶ କରିବାକୁ ଅନୁମତି ଦେଇଛନ୍ତି ଏବଂ ଏମିତି ମାମଲା ସର୍ବସାଧାରଣରେ ଚାଲିବା ଉପରେ ସେ ଜୋର ଦେଇଛନ୍ତି।
ଏହା ଅସହ୍ୟ ବୋଲି ଜିସେଲ ଶାନ୍ତ ଏବଂ ସ୍ପଷ୍ଟ ସ୍ବରରେ କୋର୍ଟଙ୍କୁ କହିଛନ୍ତି। ମୋର କହିବାର ବହୁତ ଅଛି ଯେ ମୁଁ କେଉଁଠାରୁ ଆରମ୍ଭ କରିବି ତାହା ଜାଣେ ନାହିଁ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଅଭିଯୁକ୍ତ ମାନେ ମୋତେ ଏକ କଣ୍ଡେଇ ଓ ଅଳିଆ ଗଦାର ବ୍ୟାଗ ଭଳି ବ୍ୟବହାର କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri