Posted inଖେଳ

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ ଖେଳାଳିଙ୍କ ନାମ ଘୋଷଣା କରାଯାଇଛି। ଇର୍ଫାନ ପଠାନଙ୍କୁ ଏହି ଅବସରରେ କୋଣାର୍କ ସୂର୍ଯ୍ୟର ଅଧିନାୟକ ଘୋଷଣା କରାଯାଇଥିଲା। ବିନୟ କୁମାର, ରାଜେଶ ବିଷ୍ଣୋଇ ଓ ଶାହାବାଜ୍‌ ନଦୀମଙ୍କ ଭଳି ଖେଳାଳିଙ୍କୁ ସାମିଲ କରାଯାଇଛି।

ଟି୨୦ ଫର୍ମାଟରେ ଏହି ଟୁର୍ନାମେଣ୍ଟ ଖେଳାଯିବ ବୋଲି ଜଣାପଡିଛି। ଓଡ଼ିଶା ରଣଜୀ ଦଳର ପୂର୍ବତନ ଓପନର ନଟରାଜ ବେହେରା ଏହି ଦଳରେ ଏକମାତ୍ର ଓଡ଼ିଆ ଭାବରେ ସ୍ଥାନ ପାଇଛନ୍ତି। ଶୁକ୍ରବାର ଟିମ ଲଞ୍ଚ୍‌ ଅବସରରେ ଓଡ଼ିଶା କ୍ରିକେଟ ଆସୋସିଏଶନ ସମ୍ପାଦକ ସଞ୍ଜୟ ବେହେରା, ପଳର୍ବତନ ଅଲିମ୍ପିଆନ ଅନୁରାଧା ବିଶ୍ୱାଳ, ଦୂତି ଚାନ୍ଦ, ପାରା ଅଲିମ୍ପିଆନ ପ୍ରମୋଦ ଭଗତ, ପୂର୍ବତନ କ୍ରିକେଟର ସତ୍ୟରଞ୍ଜନ ଶତପଥୀ, କଣ୍ଠଶିଳ୍ପୀ କ୍ରିଷ୍ନା ବେହୁରା, ସୁସ୍ମିତା ଦାସ, ଅଭିନେତା ସବ୍ୟସାଚି ଓ ଅଭିନେତ୍ରୀ ଅର୍ଚିତା ପ୍ରମୁଖ ସାମିଲ ହୋଇଥିଲେ।

ଦଳ: ଇର୍ଫାନ ପଠାନ୍‌, ଅମ୍ବାତି ରାୟୁଡୁ, ୟୁସୁଫ୍‌ ପଠାନ୍‌, ବିନୟ କୁମାର, ରାଜେଶ ବିଷ୍ଣୋଇ, ଶାହବାଜ ନଦୀମ୍‌, ପ୍ରବୀଣ ତାମ୍ବେ, ଦୀଓ୍ବେଶ ପଠାନିଆ, କେ.ପି. ଅପନ୍ନା, ନଟରାଜ ବେହେରା, ରସ୍‌ ଟେଲର, କେଭିନ୍‌ ଓ ବ୍ରାଏନ୍‌, ବେନ୍‌ ଲାଫ୍‌ଲିନ୍‌, ରିଚାର୍ଡ ଲେଭି, ନବୀନ ଷ୍ଟିଓ୍ବାର୍ଟ ଓ ଫିଡେଲ ଏଡଓ୍ବାଡର୍‌ସ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri