Posted inଜାତୀୟ

ଆର.ଜି କର ହସ୍ପିଟାଲ ମାମଲାର ଶୁଣାଣିବେଳେ ରାଗିଗଲେ ଚନ୍ଦ୍ରଚୁଡ଼, ଓକିଲଙ୍କୁ କହିଲେ…

ନୂଆଦିଲ୍ଲୀ,୯।୯: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଟ୍ରେନି ମହଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ମାମଲାରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ସମୟରେ ଜଣେ ଓକିଲ ଏପରି ଆଚରଣ କରିଥିଲେ ଯେ ଯେଉଁ କାରଣରୁ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ଼ ତାଙ୍କ ଉପରେ ରାଗିଯାଇଉନ୍ତି ଏବଂ ଆଓ୍ବାଜ୍‌ ତଳକୁ କରିବାକୁ ସିଜେଆଇ କହିଛନ୍ତି। ଓକିଲ ତାଙ୍କ ମତ ରଖିବାକୁ ଯାଇ ଉଚ୍ଚ ସ୍ବରରେ କହୁଥିଲେ, ଯେଉଁଥିରେ ସିଜେଆଇ ରାଗିଯାଇଥିଲେ।

ସିଜେଆଇ ଚନ୍ଦ୍ରଚୁଡ଼ଙ୍କ ସହିତ ଜଷ୍ଟିସ ଜେ.ବି. ପାରଦୀୱାଲା ଏବଂ ଜଷ୍ଟିସ ମନୋଜଙ୍କ ତିନିଜଣିଆ ବେଞ୍ଚ ଏହି ମାମଲାର ଶୁଣାଣି କରିଥିଲେ। ଏହି ସମୟରେ ବରିଷ୍ଠ ଓକିଲ କପିଲ ସିବଲ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ଦଲିଲ ଉପସ୍ଥାପନ କରିଥିଲେ। ଏହି ସମୟରେ ଜଣେ ଓକିଲ ନିଜର ମତ ପ୍ରକାଶ କରିବାକୁ ଜୋରରେ କହିବା ଆରମ୍ଭ କରିଥିଲେ। ଏହା ଉପରେ ଜଷ୍ଟିସ ଚନ୍ଦ୍ରଚୁଡ଼ ତାଙ୍କୁ ବାଧା ଦେଇ କହିଥିଲେ, ଆପଣଙ୍କ ଆଓ୍ବାଜ୍‌ ତଳକୁ କରନ୍ତୁ। ସିବଲ ବର୍ତ୍ତମାନ ବଙ୍ଗଳା ସରକାରଙ୍କ ତରଫରୁ ଯୁକ୍ତି ଉପସ୍ଥାପନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ

ନୂଆ ବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି  ଏନେଇ ବିଭିନ୍ନ ଜ୍ୟୋତିଷ ବିସାରଦ ବିଭିନ୍ନ ଗ୍ରହ ନକ୍ଷତ୍ରର ଚାଲିକୁ ଦେଖି ନୂଆ ବର୍ଷର ଭବିଷ୍ୟବାଣୀ କରିବା ଜାରି ରଖିଛନ୍ତି  ଏହାରି ମଧ୍ୟରେ ଶନିଙ୍କ ଚାଲି ଯୋଗୁଁ ନୂଆ ବର୍ଷରେ ଉପୁଜିବାକୁ ଥିବା ବିପଦ ପ୍ରାୟ ସମସ୍ତ ରାଶିର ବ୍ୟକ୍ତି ବିସେଷଙ୍କ ଧ୍ୟାନ ଆକର୍ଷଣ କରିଛି । କର୍କଟ – ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ କର୍କଟ ରାଶିର ଲୋକଙ୍କ ଜୀବନରେ ସକାରାତ୍ମକ ପ୍ରଭାବ ପକାଇବ। ଆପଣଙ୍କ କ୍ୟାରିୟରରେ ଉନ୍ନତି ହେବ, ଏବଂ ଆପଣଙ୍କ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri