Posted inଜାତୀୟ

ଭାଜପା ସମ୍ପର୍କରେ କଂଗ୍ରେସର ଏତିକି ବିଧାୟକ: ହିମନ୍ତ ବିଶ୍ୱ ଶର୍ମାଙ୍କ ବିସ୍ଫୋରକ ବୟାନ

ରାଞ୍ଚି,୯।୯: ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ସେ କଂଗ୍ରେସର ଅନେକ ବିଧାୟକ ଏବଂ ଜେଏମଏମଙ୍କ ସହ ଯୋଗାଯୋଗରେ ଅଛନ୍ତି।

ସୋମବାର ରାଞ୍ଚିରେ ପହଞ୍ଚିବା ପରେ ଝାଡଖଣ୍ଡ ଭାଜପାର ନିର୍ବାଚନୀ ସହ-ପ୍ରଭାରୀ ଥିବା ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି , ୧୨ରୁ ୧୪ ଜଣ କଂଗ୍ରେସ ବିଧାୟକ ଏବଂ ଦୁଇରୁ ତିନି ଜଣ ଜେଏମଏମ ବିଧାୟକ ଆମ ସହ ଯୋଗାଯୋଗରେ ଅଛନ୍ତି। କିନ୍ତୁ ଆମେ ସମସ୍ତଙ୍କୁ ଦଳକୁ ନେଇ ପାରିବୁ ନାହିଁ କାରଣ ଆମର ଭାଜପା ଲୋକମାନେ କ୍ରୋଧିତ ହୋଇଯିବେ କି ଆପଣ ଆମ ଆସନକୁ ବାହାର ଲୋକଙ୍କୁ ଆଣୁଛନ୍ତି।

ଭାଜପା ନେତା ଆହୁରି ଦାବି କରିଛନ୍ତି, ଆମ ଦଳ ଝାଡଖଣ୍ଡରେ ନିର୍ବାଚନ ଜିତିବାକୁ ଯାଉଛି। ଦଳର ନେତାମାନେ ସମସ୍ତ ଆସନରେ ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏଭଳି ପରିସ୍ଥିତିରେ ଯଦି ଆମେ କଂଗ୍ରେସ ଏବଂ ଜେଏମଏମ ବିଧାୟକଙ୍କୁ ଆମ ଦଳରେ ଅନ୍ତର୍ଭୁକ୍ତ କରୁ, ତେବେ ଆମ ଦଳର ନେତାମାନେ ମୋ ଉପରେ ଆକ୍ରମଣ ଆରମ୍ଭ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri