Posted inଜାତୀୟ

ଗଣପତିଙ୍କ ମୂର୍ତ୍ତି ବିସର୍ଜନରେ ସାମିଲ ହୋଇପାରିବେ ୩୦ରୁ ଅଧିକ ଲୋକ

ନୂଆଦିଲ୍ଲୀ,୧୨।୯: ଗଣପତି ବିସର୍ଜନ ପାଇଁ ୩୦ରୁ ଅଧିକ ଲୋକଙ୍କୁ ଢୋଲ ବାଜାସହ ଆସିବାକୁ ବାରଣ କରିବା ପାଇଁ ସୁପ୍ରିମକୋର୍ଟ ଏନଜିଟି ଆଦେଶ ଉପରେ ରୋକ ଲଗାଇଛନ୍ତି। ବର୍ତ୍ତମାନ ପୁଣେରେ ଢୋଲ ବାଜା ସହ ଗଣପତି ବିସର୍ଜନରେ ୩୦ରୁ ଅଧିକ ଲୋକ ଅଂଶଗ୍ରହଣ କରିପାରିବେ। ସୂଚନାଯୋଗ୍ୟ, ଏକ ଏନଜିଓର ଆବେଦନ ଉପରେ ସୁପ୍ରିମକୋର୍ଟ ମହାରାଷ୍ଟ୍ର ସରକାର, ପୁଣେ ମ୍ୟୁନିସିପାଲ କର୍ପୋରେସନ, ପୋଲିସ କମିଶନର ପୁଣେ ଏବଂ ଅନ୍ୟମାନଙ୍କୁ ନୋଟିସ ଦେଇଛନ୍ତି। ଏନଜିଟଇ ସିଜେଆଇଙ୍କ ସାମ୍ନାରେ ଏନଜିଟିର ଅଗଷ୍ଟ ୩୦ର ଆଦେଶକୁ ସାମ୍ନାରେ ରଖି କହିଛି ଯେ ଏନଜିଟି ପୁଣେରେ ଗଣପତି ବିସର୍ଜନ ନେଇ ଢୋଲ ବାଜା ଗୋଷ୍ଠୀର ଲୋକଙ୍କ ସଂଖ୍ୟା ଉପରେ ପ୍ରତିବନ୍ଧକ ଲଗାଇବାକୁ ଏନଜିଟି ଏକ ଲିଖିତ ନିର୍ଦ୍ଦେଶ ଦେଇଛି। ଗଣେଶ ପ୍ରତିମା ବିସର୍ଜନ ପାଇଁ ଏନଜିଟି କିପରି ଲୋକଙ୍କ ସଂଖ୍ୟାକୁ ସୀମିତ କରିପାରିବ?
ଏନଜିଟିର ଆଦେଶ ବିରୋଧରେ ପୁଣେରେ ଉପସ୍ଥିତ ଥିବା ‘ଢୋଲ ତାଶା’ ଗୋଷ୍ଠୀର ଆବେଦନ ଶୁଣିବାକୁ ଆଜି ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ ଏବଂ ଜଷ୍ଟିସ ଜେ.ବି ପାରଦୀୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କ ବେଞ୍ଚ ରାଜ୍ୟ ଅଧିକାରୀଙ୍କୁ ନୋଟିସ ଦେଇଛି। ଶୁଣାଣି ସମୟରେ ଯୁକ୍ତି ଉପସ୍ଥାପନ କରାଯାଇଥିଲା ଯେ ପୁଣେରେ ୧୦୦ବର୍ଷରୁ ଅଧିକ ସମୟ ଧରି ‘ଢୋଲ-ତାଶା’ର ଗଭୀର ସାଂସ୍କୃତିକ ମହତ୍ତ୍ୱ ରହିଛି। ଏହାକୁ ଲୋକମାନ୍ୟ ବାଲ ଗଙ୍ଗାଧର ତିଲକ ଆରମ୍ଭ କରିଥିଲେ। ସେ କହିଛନ୍ତି ଯେ ଏନଜିଟିର ଅଗଷ୍ଟ ୩୦ଆଦେଶ ଏହିପରି ଗୋଷ୍ଠୀ ଉପରେ ବହୁତ ପ୍ରଭାବ ପକାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri