ଜେଲ୍‌ ଭିତରକୁ ନେଇଥିଲେ ମୋବାଇଲ, ପରେ…

ବାରିପଦା,୧୪।୯: କାର୍ଯ୍ୟରେ ଥାଇ ମୋବାଇଲ ବ୍ୟବହାର ପଡ଼ିଲା ମହଙ୍ଗା।ଜେଲ ଭିତରେ ମୋବାଇଲ ବ୍ୟବହାର କରି ନିଲମ୍ବିତ ହେଲେ ୱାର୍ଡର। ଏଭଳି ଘଟଣା ଘଟିଛି କରଞ୍ଜିଆ ଉପକାରାଗାରରେ । ଓ୍ବାର୍ଡର ସ୍ବାଗତ ରଥ ଓ କୃଷ୍ଣଚନ୍ଦ୍ର ମହାନ୍ତି ନିଲମ୍ବିତ ହୋଇଛନ୍ତି।
ଏ ନେଇ ତାଙ୍କୁ ହେଡ କ୍ବାର୍ଟର ନ ଛାଡିବା ପାଇଁ ବାରିପଦା ଜେଲ ସିନିୟର ସୁପରିଟେଣ୍ଡେଣ୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଉଭୟ ୱାର୍ଡରଙ୍କୁ କର୍ତ୍ତବ୍ୟରେ ଅବେହେଳା, ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ ତଥା ମାନୁଆଲ ଉଲଂଘନ କରି ଜେଲ ଭିତରକୁ ମୋବାଇଲ ନେଇଥିବା ଅଭିଯୋଗ ହୋଇଛି। ଗତ କିଛି ମାସ ହେବ କରଞ୍ଜିଆ ଉପକାରାଗାର ଭିତରେ ବ୍ୟାପକ ବିଶୃଙ୍ଖଳା ହୋଇଥିବା ଅଭିଯୋଗ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri