କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ ଧିରୁଭାଇ ଅମ୍ବାନୀଙ୍କ ୩ୟ ପୁଅ ଭାବେ ପରିଚିତ ଆନନ୍ଦ ରିଲାଇନ୍ସ ଇଣ୍ଡଷ୍ଟ୍ରିଜର ମାଲିକ ତଥା ଅରବପତି ଓ ଭାରତର ସବୁଠାରୁ ପ୍ରଭାବଶାଳୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଘନିଷ୍ଠ ବନ୍ଧୁ ଅଟନ୍ତି। ୨୦୦୭ରେ ଆନନ୍ଦ ଫୋବର୍‌ସ ଇଣ୍ଡିଆର ୪୦ ସବୁଠାରୁ ଧନୀ ଲୋକ ମଧ୍ୟରେ ୧୧ତମ ସ୍ଥାନରେ ଅଛନ୍ତି। ତାଙ୍କ ପୁଅ ହର୍ଷ ବର୍ଦ୍ଧନ ଡ୍ରିମ୍‌ ୧୧ର ସିଇଓ ଭାବେ କାର୍ଯ୍ୟ କରୁଛନ୍ତି।

ଆନନ୍ଦଙ୍କୁ ୧୯୮୦ ଦଶକ ମଧ୍ୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରି (ଆରଆଇଏଲ) ରେ ପରିଚୟ ମିଳିଥିଲା। ତେବେ ଏକ ଜାତୀୟ ଗଣମାଧ୍ୟର ସୂଚନା ଅନୁଯାୟୀ, ସେତେବେଳେ ସେ କମ୍ପାନୀ ଠାରୁ ଦରମା ନେଉ ନଥିଲେ। ଫଚ୍ୟୁନର ୫୦୦ ରିଲାଏନ୍ସ ଗ୍ରୁପ୍‌ ସହ ୨୫ବର୍ଷରୁ ଅଧିକ ଦିନ ଘନିଷ୍ଠ ସମ୍ପର୍କ ରଖିବା ସହ ସେ ରିଲାଏନ୍ସ କ୍ୟାପିଟାଲର ଉପାଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ସେ ଅର୍ବାନ ଇନଫ୍ରାଷ୍ଟକଚର ବେଞ୍ଚର କ୍ୟାପିଟାଲ ଲିମିଟେଡର ଅଧ୍ୟକ୍ଷ ଅଟନ୍ତି। ୧୯୮୧ରେ ମୁକେଶ ଅମ୍ବାନୀ ଷ୍ଟାନଫୋର୍ଡ କଲେଜରୁ ଫେରିବା ପରେ ଆନନ୍ଦ ସବୁ କାମ ଛାଡିଦେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜରେ ଯୋଗ ଦେଇଥିଲେ। ଏଥିପାଇଁ ସେ ଦିଲ୍ଲୀରେ ନିଜ ବ୍ୟବସାୟ ଛାଡି ଦେଇଥିଲେ। ଆଜି ସେ ରିଲାଏନ୍ସ ଗ୍ରୁପ୍‌ର ସିନିୟର ଏକ୍ସକ୍ୟୁଟିଭ୍‌ ଅଟନ୍ତି। ଫୋବର୍‌ସ ଅନଚସାରେ ବର୍ତ୍ତମାନ ତାଙ୍କ ମୋଟ ସମ୍ପତ୍ତି ୫୨୫ ମିଲିୟନ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri