ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା ଦେଇଛି। ପିଲାଟିକୁ ଗୁରୁତର ଅବସ୍ଥାରେ ପ୍ରଥମେ ଧରାକୋଟ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।
ସାର୍ଥକ ନାୟକ ନାମକ ଜଣେ ଛାତ୍ର ଅଙ୍ଗବାଡିରୁ ଜାତୀୟ ରାଜପଥ ୫୯କୁ ଅତିକ୍ରମ କରି ଘରକୁ ଫେରୁଥିବାେବେଳ ଦାରିଙ୍ଗବାଡି ପଟରୁ ଆସୁଥିବା ଏକ ବାଇକ୍‌(ଓଡି୦୭ଏଡି୨୬୭୭)ତାଙ୍କୁ ସମ୍ମୁଖ ପଟୁ ଧକ୍କା ଦେଇଥିଲା। ଫଳରେ ବାଳକଟି ଗୁରୁତର ଆହତ ହୋଇଥିଲେ। ସଙ୍ଗେ ସଙ୍ଗେ ଧରାକୋଟ ମେଡିକାଲ୍‌ ନିଆଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ହସ୍ପିଟାଲକୁ ପଠାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri