ଯୁଦ୍ଧରେ ଘରଦ୍ୱାର ହରାଇ ସ୍କୁଲ୍‌ରେ ନେଇଥିଲେ ଆଶ୍ରୟ: ଇସ୍ରାଏଲ୍‌ କଲା ବୋମାମାଡ଼

ଗାଜା ସିଟି,୨୧ା୯: ଯୁଦ୍ଧରେ ଘରଦ୍ୱାର ହରାଇ ପାଲେଷ୍ଟିନୀୟମାନେ ଗାଜା ସିଟିର ଏକ ସ୍କୁଲ୍‌ରେ ଆଶ୍ରୟ ନେଇଥିବାବେଳେ ସେଠାରେ ଇସ୍ରାଏଲ୍‌ ବୋମାମାଡ଼ କରିଛି। ଏଥିରେ ଅନୂ୍ୟନ ୨୧ ଜଣଙ୍କ ମୃତ୍ୟୁ ଘଟିଛି। ଅଲ୍‌-ଜେଇଟୁନ୍‌ ସ୍କୁଲ୍‌ ଉପରେ ବୋମାମାଡ଼ କରି ଇସ୍ରାଏଲ୍‌ ଭୟଙ୍କର ଗଣହତ୍ୟା କରିଥିବା ଗାଜାର ସରକାରୀ ଗଣମାଧ୍ୟମ କହିଛି।

ମୃତକଙ୍କ ମଧ୍ୟରେ ୧୩ ଜଣ ପିଲା ଓ ୬ ମହିଳା ରହିଛନ୍ତି। ଅନୂ୍ୟନ ୩୦ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ଅନେକେ ଗୁରୁତର ଭାବେ ପୋଡ଼ିଯାଇଛନ୍ତି। ୨ ଜଣ ନିଖୋଜ ଥିବା ଜଣାପଡ଼ିଛି। ଅନ୍ୟପକ୍ଷେ ଓ୍ବେଷ୍ଟବ୍ୟାଙ୍କ୍‌ରେ ଇସ୍ରାଏଲ୍‌ ଆକ୍ରମଣରେ ନିହତ ପାଲେଷ୍ଟିନୀୟଙ୍କ ମୃତଦେହକୁ ଇସ୍ରାଏଲ୍‌ ସେନା ବୁଲ୍‌ଡୋଜରରେ ଉଠାଇ ଅନ୍ୟତ୍ର ନେଇଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri