ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ମଣ୍ଡଳର କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ କରି ଦଳକୁ ମଜଭୁତ କରିବା ସହ ସଦସ୍ୟ ସଂଖ୍ୟା ବୃଦ୍ଧି ପାଇଁ ସମସ୍ତଙ୍କୁ ଆଦ୍ୱାନ ଦେଇଥିଲେ ଏମ୍‌ପିଙ୍କ ସହ ଭାଜପାର ଜିଲା ସଭାପତି ଜଗନ୍ନାଥ ସାହୁ, ବିଶ୍ୱ ହିନ୍ଦୁ ପରିଷଦର କନ୍ଧମାଳ ଦାୟିତ୍ୱରେ ଥିବା ମନୋଜ ଆଚାର୍ଯ୍ୟ ଓ ଦଳୀୟ କର୍ମୀ ଉପସ୍ଥିତ ଥିଲେ।

ଏମ୍‌ପି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ ବି ଯାଇଥିଲେ। ସେ ପ୍ରଥମେ ଅନ୍ତଃବିଭାଗ ପରିଦର୍ଶନ କରିଥିଲେ। ସେଠାରେ ରୋଗୀଙ୍କ ପାଇଁ ରହିଥିବା ଶୌଚାଳୟର ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ଏନେଇ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ଶୌଚାଳୟକୁ ସର୍ବଦା ସଫେଇ କରିବାକୁ ପରାମର୍ଶ ଦେବା ସହ ଅବ୍ୟବସ୍ଥାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ପରେ ସେ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକ ସମ୍ମୁଖରେ ଓ ତା’ର ଆଖପାଖ ଅଞ୍ଚଳରେ ସଫେଇ କରିଥିଲେ। ସେହିପରି ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଏମ୍‌ପିଙ୍କ ସହ ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ଆଇଆଇଆସି ରମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସଫେଇ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri