Posted inଜାତୀୟ

ଲଡୁ ପ୍ରସାଦ ମାମଲାକୁ ନେଇ ତିରୁପତି ମନ୍ଦିର ଟ୍ରଷ୍ଟ ଦେଲା ରିପୋର୍ଟ

ତିରୁପତି,୨୩।୯: ତିରୁପତି ବାଲାଜୀ ମନ୍ଦିରରେ ପ୍ରସାଦ ଭାବରେ ତିଆରି ହୋଇଥିବା ଲଡୁରେ ପଶୁ ଚର୍ବି ମିଶୁଥିବା ମାମଲାରେ ମୁଖ୍ୟ ସୂଚନା ସାମ୍ନାକୁ ଆସିଛି। ଘିଅରେ ଅପମିଶ୍ରଣ ଏବଂ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଟିଡିପି ପକ୍ଷରୁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କୁ ରିପୋର୍ଟର ଏକ ନକଲ ଦାଖଲ ଦିଆଯାଇଛି। ରିପୋର୍ଟ ପରେ ମୁଖ୍ୟମନ୍ତ୍ରୀ ଏହି ଘଟଣାର ତଦନ୍ତ ଏସଆଇଟି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏସଆଇଟି ରିପୋର୍ଟ ପରେ ନୂତନ ନିୟମ ପ୍ରସ୍ତୁତ କରାଯିବ।

ସୂଚନାନୁସାରେ, ଘିଅର ଗୁଣବତ୍ତାରେ ଉନ୍ନତି ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିବା କପିରେ ଉଲ୍ଲେଖ କରାଯାଇଛି। ଏହା ବ୍ୟତୀତ ସ୍ବତନ୍ତ୍ର କମିଟି ଅଧିକ ତଦାରଖ ପାଇଁ ଅନେକ ସୁପାରିଶ ମଧ୍ୟ କରିଛନ୍ତି, ଯାହା ତୁରନ୍ତ କାର୍ଯ୍ୟକାରୀ ହେବ ବୋଲି ବିଶ୍ୱାସ କରାଯାଏ।

ଏବେ ଘିଅ ଉତ୍ପାଦନ ପ୍ରଣାଳୀ ଅଧ୍ୟୟନ ଏବଂ ସୁପାରିଶ କରିବା ପାଇଁ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଛି।
ଗାଈ ଘିଅ ଉତ୍ପାଦନର ଗୁଣବତ୍ତା ଏବଂ ଦକ୍ଷତାକୁ ଆକଳନ କରିବା ପାଇଁ ଏକ ଅବଜେକ୍ଟିଭ ସ୍କୋରିଂ ମଡେଲ ପ୍ରୟୋଗ କରାଯାଉ।
ଯୋଗାଣକାରୀଙ୍କୁ ନିୟମିତ ନୀରିକ୍ଷଣ କରାଯାଉ।
ଗାଈ କ୍ଷୀର କିଣିବା ଏବଂ ଗାଈ ଘିଅ ଉତ୍ପାଦନ ସମ୍ବନ୍ଧୀୟ ରେକର୍ଡଗୁଡିକ ଯାଞ୍ଚ କରଯେେଉ। ଗୁଣାତ୍ମକ ରିପୋର୍ଟଗୁଡିକ ସମୀକ୍ଷା କରାଯାଉ। ଆଶ୍ଚର୍ଯ୍ୟଜନକ ଯାଞ୍ଚ ଏବଂ ନୀରିକ୍ଷଣ ଅଡିଟ କରିବା ବ୍ୟବସ୍ଥା କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri