ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟର ନବ ନିର୍ମାଣ କରାଯାଇଥିବା ମୁଖ୍ୟ ଫାଟକ ଓ ମିଶନଶକ୍ତି କାଫେର ଶୁଭ ଉଦ୍‌ଘାଟନ ହୋଇଛି।

ଏହି ଅବସରରେ ଏମ୍‌ପି ସୁକାନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଜିଲାପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ, ଭାଜପା ଜିଲା ସଭାପତି ଜଗନ୍ନାଥ ସାହୁ, ବିଡିଓ ଗଦାଧର ପାତ୍ର ପ୍ରମୁଖ ଯୋଗଦେଇଥିଲେ।

ପ୍ରକାଶ ଯେ, ୭ ଲକ୍ଷ ଟଙ୍କା ବିନିମୟରେ ଏହି ମୁଖ୍ୟ ଫାଟକ ନିର୍ମାଣ କରାଯାଇଥିବା ବେଳେ ଏହା ଦୀର୍ଘ ୬୩ ବର୍ଷ ପରେ ବ୍ଲକ କାର୍ଯ୍ୟାଳୟର ମାନଚିତ୍ର ପରିବର୍ତ୍ତନ ହୋଇଛି। ତତ୍‌କାଳ ବିଜେଡି ସରକାର ସମୟରେ ଏହାର ଯୋଜନା ଓ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ପୂର୍ବତନ ବିଜେଡି ବିଧାୟକ ତଥା ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ ସମୟରେ ଏହି ଫାଟକ ପାଇଁ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏବେ ତାକୁ ଲୋକାର୍ପଣ କରାଯାଇଛି। ସେହିପରି ସାଢ଼େ ୩ ଲକ୍ଷ ଟଙ୍କା ବିନିମୟରେ ମିଶନଶକ୍ତି କାଫେ ନିର୍ମାଣ କରାଯାଇଛି ତା’ର ମଧ୍ୟ ଉଦ୍‌ଘାଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri