ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ ଖରିଫ୍‌ରେ ଅମଳ ହୋଇଥିବା ଧାନ ବିକ୍ରି…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦) ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ ସଫଳତା ମିଳିଛି । ଗତ ଶୁକ୍ରବାର…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ ଥର ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି । ଦିଗପହଣ୍ଡି ପୋଲିସ ଘର ଭିତରୁ ପଙ୍ଖାରେ…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି। ହର୍ମୁଜ୍‌ ସାମୁଦ୍ରିକ ପଥକୁ ଇରାନ୍‌ କବ୍‌ଜା କରି ତୈଳ ଓ ଗ୍ୟାସ୍‌ ଯୋଗାଣ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ ଗତ ୪୮ଘଣ୍ଟା ମଧ୍ୟରେ ଇରାନର କାର୍ଯ୍ୟକଳାପ ସ୍ପଷ୍ଟ କରିଛି ଯେ ଏହା ବିଶ୍ୱ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍ ଅଭାବର ଏକ ସଙ୍କଟ ଦେଖାଦେଇଛି । ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ଶ୍ରୀଲଙ୍କାରେ ପେଟ୍ରୋଲ…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା କହିଛି ଯେ, ଶତ୍ରୁ ରାଷ୍ଟ୍ରଗୁଡ଼ିକର ଜାହାଜ ବ୍ୟତୀତ ଅନ୍ୟ ସମସ୍ତ ଜାହାଜକୁ ଏହି…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରାଯାଇଛି । ଏହା ପୂର୍ବରୁ, ଇରାନ ଇସ୍ରାଏଲର…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ ଜଳ ଦିବସ ସମାରୋହ ଅନୁଷ୍ଠିତ ହୋଇଛି ।ସୂଚନା ଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି। ଫଳସ୍ବରୂପ, ସାରା ବିଶ୍ୱରେ ତୈଳ ଏବଂ ଗ୍ୟାସର ଅଭାବ ଦିନକୁ ଦିନ ବୃଦ୍ଧି…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି । ଯାହା ସମଗ୍ର ବିଶ୍ୱକୁ ଚକିତ କରିଛି। ଟ୍ରମ୍ପ ରବିବାର ଚେତାବନୀ ଦେଇଛନ୍ତି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି। ଏମିତିକି କିଛି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଲାଣି। ଏଥିପାଇଁ ସରକାର ସକାଳୁଆ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri