ସୌମ୍ୟଙ୍କ ହତ୍ୟା ମାମଲା: ବଡ଼ କଥା କହିଲେ ଆଇନ ମନ୍ତ୍ରୀ, ଜଣଜଣଙ୍କୁ…

ଭୁୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ହତ୍ୟା ମାମଲାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ କହିଲେ ଆଇନ ମନ୍ତ୍ରୀ କହିଛନ୍ତି। ଅପରାଧୀଙ୍କ ପ୍ରତି ଆଭିମୁଖ୍ୟ ଆହୁରି କଡ଼ା…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l ଘଟଣା ସମ୍ପର୍କରେ ଆନନ୍ଦପୁର ଏସ୍‌ଡିପିଓ କମଳ…

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ତାଲୁକ ଆଇନ ସେବା…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ ପାଣିଟୋପାଏ ପିଇବା ପାଇଁ ଲୋକେ ନାହିଁନଥିବା…

ତାମିଲନାଡୁରେ ନୂଆ ସରକାରଙ୍କୁ ନେଇ ସସପେନ୍ସ ଜାରି! ବିଜୟଙ୍କ ସାମ୍ନାରେ ସର୍ତ୍ତ ପରେ ସର୍ତ୍ତ

ଚେନ୍ନାଇ,୯।୫: ତାମିଲନାଡୁରେ ନୂତନ ସରକାର ଗଠନକୁ ନେଇ ସସପେନ୍ସ ଜାରି ରହିଛି। ଅଭିନେତା ବିଜୟଙ୍କ ଦଳକୁ ସମର୍ଥନ ଦେବା ପୂର୍ବରୁ, ତାମିଜାଗା ଭେଟ୍ରି କାଝାଗମ (ଟିଭିକେ), ଥୋଲ ଥିରୁମାଭାଲଭନଙ୍କ ଦଳ ବିଦୁଥଲାଇ ଚିରୁଥାଇଗଲ କାଚି…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର ହାଇସ୍ପିଡ ଡିଜେଲ ଜବତ କରାଯାଇଛି। ଏଥିରେ…

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ‘ନୂଆ ବସ୍‌’: ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

କୋଲକାତା,୯।୫: କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ କେ.ଏନ୍‌ ରବି ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଶାହା, ଏନ୍‌ଡିଏ ଶାସିତ ରାଜ୍ୟଗୁଡ଼ିକର…

ଶପଥ ନେବା ପୂର୍ବରୁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ଅଧିକାରୀ: ଆଜିଠାରୁ ଆରମ୍ଭ ହେବ…

କୋଲକାତା,୯।୫: ବରିଷ୍ଠ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ପଶ୍ଚିମବଙ୍ଗ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହେବା ସହ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଶପଥ ନେବା…

ପଶ୍ଚିମବଙ୍ଗ ମାଟିରେ ଥାଇ ଏମିତି କଥା କହିଦେଲେ ମୋହନ ମାଝୀ: ଚାରିଆଡ଼େ ଚର୍ଚ୍ଚା

ଭୁବନେଶ୍ୱର,୯ା୫(ସୁନିତ୍‌ ମିଶ୍ର):କୋଲକାତାଠାରେ ଶୁକ୍ରବାର ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବୈଠକରେ ଯୋଗଦେଇଥିଲେ। ବୈଠକରେ ଶୁଭେନ୍ଦୁ ଅଧିକାରୀଙ୍କୁ ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି। ଏହି…

ବିଜୟଙ୍କୁ ମନା, ଶୁଭେନ୍ଦୁ ନୂଆ ମୁଖ୍ୟମନ୍ତ୍ରୀ

ତାମିଲନାଡୁରେ ସରକାର ଗଠନ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରୁ ନାହିଁ। ଟିଭିକେ ମୁଖ୍ୟ ବିଜୟ ରାଜ୍ୟପାଳଙ୍କ ନିକଟରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେଇପାରି ନ ଥିବାରୁ ଶେଷ ମୂହୂର୍ତ୍ତରେ ଅନିଶ୍ଚିତତା ବୃଦ୍ଧି ପାଇଛି। ୨୩୪ ଆସନ ବିଶିଷ୍ଟ ବିଧାନସଭାରେ ସରକାର…

ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…

ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ ଭେଟି ତାମିଲନାଡୁରେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଟିଭିକେକୁ ସିପିଆଇ ଏବଂ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଦିନ ଶୁଭେନ୍ଦୁଙ୍କ ନାମ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛନ୍ତି। ଅମିତ ଶାହ ଏବଂ…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ଲଗାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁଭେନ୍ଦୁ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଦଳକୁ ବହୁମତ ଦେଇଛି। ସିପିଆଇ, ସିପିଏମ ଏବଂ ଭିସିକେଙ୍କ ମିଳିତ…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ଉଭୟରେ ବିଜୟୀ ହୋଇଛନ୍ତି। ସେ ଭବାନୀପୁରରେ ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀ…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ଚଢ଼ା ପାକିସ୍ତାନକୁ ଚେତାବନୀ ଦେଇ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri